Latest Odisha News

BREAKING NEWS

Browsing Tag

Pm Narendra Modi

କାଶୀ ବିଶ୍ୱନାଥ କରିଡର ଆଜି ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ବାରଣାସୀ: ୨୦୧୯ରେ ଶୁଭ ଦେଇଥିଲେ । ଆଜି ଉଦଘାଟନ କରିବେ । ବାରଣାସୀରେ ଆଜି ବହୁ ପ୍ରତୀକ୍ଷିତ କାଶୀ ବିଶ୍ୱନାଥ କରିଡରର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜିଠୁ ଦୁଇ ଦିନିଆ ବାରଣାସୀ ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ । ଆଜି ପ୍ରଥମେ ସେ ବାବା କାଳ ଗୌରବଙ୍କ ଦର୍ଶନ କରିବେ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଟ୍ୱିଟର ଆକାଉଣ୍ଟ ହ୍ୟାକ୍

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଟ୍ୱିଟର ଆକାଉଣ୍ଟ ହ୍ୟାକ୍ ହୋଇଛି । ଗତକାଲି ବିଳମ୍ବିତ ରାତିରେ ତାଙ୍କ ଆକାଉଣ୍ଟ କିଛି ସମୟ ପାଇଁ ହ୍ୟାକ୍ ହୋଇଥିଲା । ପ୍ରଧାନମନ୍ତ୍ରୀଙ୍କ ଅଫିସର ଟ୍ୱିଟର ହ୍ୟାଣ୍ଡେଲ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ଗତକାଲି ରାତି ପାଖାପାଖି ୨ଟା ୧୧…

କରୋନାର ନୂଆ ଷ୍ଟ୍ରେନ୍ ଚିନ୍ତା: ଉଚ୍ଚସ୍ତରୀୟ ବୈଠକ ଡାକିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ସାରା ବିଶ୍ୱକୁ ଛାନିଆ କଲାଣି ଦକ୍ଷିଣ ଆଫ୍ରିକାରୁ ଚିହ୍ନଟ କରୋନାର ନୂଆ ଭାରିଆଣ୍ଟ । ଯାହାର ନାଁ ରଖାଯାଇଛି ଓମିକ୍ରୋନ୍ । ଏହାକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଭାରିଆଣ୍ଟ ଅଫ୍ କନସର୍ଣ୍ଣ କାଟାଗୋରୀରେ ରଖିଥିବା ବେଳେ ସାରା ବିଶ୍ୱର ଚିନ୍ତା ବଢ଼ିଛି । ଏଭଳି ସ୍ଥିତିରେ ଆଜି…

ଆଜି ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ମମତା ବାନାର୍ଜୀ

ନୂଆଦିଲ୍ଲୀ: ଆଜିଠୁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଆସୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଆଜି ସନ୍ଧ୍ୟା ୫ଟାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ ଆଲୋଚନା ବେଳେ ବିଏସଏଫର ଅଧିକାର କ୍ଷେତ୍ର ବୃଦ୍ଧି…

ବଡ଼ ଖବର :୩ଟି ନୂଆ କୃଷି ଆଇନ ପ୍ରତ୍ୟାହାର ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: କୃଷକ ଆନ୍ଦୋଳନ ଆଗରେ ନରମିଲେ କେନ୍ଦ୍ର ସରକାର । ବିବାଦୀୟ କୃଷି ଆଇନକୁ ନେଇ ବଡ଼ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୩ କୃଷି ଆଇନର ପ୍ରତ୍ୟାହାର ନେଇ ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, ତାଙ୍କ ସରକାର ୩ଟି କୃଷି ଆଇନକୁ ପ୍ରତ୍ୟାହାର କରି…

ତିନି ଦିନିଆ ଆମେରିକା ଗସ୍ତରେ ପ୍ରଧାନମନ୍ତ୍ରୀ, ବାଇଡେନଙ୍କ ସହ ୨୪ରେ ଭେଟ

ନୂଆଦିଲ୍ଲୀ: ଆଜିଠୁ ତିନି ଦିନିଆ ଆମେରିକା ଗସ୍ତରେ ଯାଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଗସ୍ତ ସମୟରେ ସେ କ୍ୱାଡ୍ ଦେଶ ସମୂହ ବୈଠକରେ ଯୋଗ ଦେବେ । ୨୪ ତାରିଖରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ ଦ୍ୱିପାକ୍ଷିକ ବୈଠକରେ ସାମିଲ ହେବେ ନରେନ୍ଦ୍ର ମୋଦି । ବାଇଡେନ୍…

ପ୍ରଧାନମନ୍ତ୍ରୀଙ୍କ ସହ ଅନୁଭୂତି ବାଣ୍ଟିଲେ ଅଲିମ୍ପିଆନ୍

ନୂଆଦିଲ୍ଲୀ: ଭାରତୀୟ ଅଲିମ୍ପିଆନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ତାଙ୍କ ସରକାରୀ ବାସଭବନରେ ଅଲିମ୍ପିଆନଙ୍କ ପାଇଁ ଜଳଖିଆ ପାର୍ଟି ରଖିଥିଲେ । ଅଲିମ୍ପିକ୍ସ ପଦକ ବିଜେତାଙ୍କୁ ଭେଟି ସେମାନଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ । ତାଙ୍କ ସହ ଅଲିମ୍ପିକ୍ସ ଅନୁଭୂତି ସେୟାର…

ଦେଶ ପାଳୁଛି ୭୫ତମ ସ୍ୱାଧୀନତା ଦିବସ: ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶ ପାଳୁଛି ୭୫ତମ ସ୍ୱାଧୀନତା ଦିବସ । ପଲ୍ଲୀଠୁ ଦିଲ୍ଲୀ ସବୁଠୁ ଫର ଫର ହୋଇ ଉଡୁଛି ତ୍ରିରଙ୍ଗା । ସ୍ୱାଧୀନତାର ସେହି ବିଶେଷ ମୁହୂର୍ତ୍ତକୁ ମନେ ପକାଉଛି ସାରା ଦେଶ । ଦିଲ୍ଲୀ ଲାଲକିଲ୍ଲାରେ ଜାତୀୟ ପଜାତା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏତିକିବେଳେ…

ଅଗଷ୍ଟ ୧୪କୁ ଦେଶରେ ବିଭାଜନ ବିଭୀଷିକା ସ୍ମୃତି ଦିବସ ଭାବରେ ପାଳନ କରାଯିବ

ନୂଆଦିଲ୍ଲୀ: ପ୍ରତିବର୍ଷ ଅଗଷ୍ଟ ୧୪ ତାରିଖକୁ ଦେଶବ୍ୟାପୀ ବିଭାଜନ ବିଭୀଷିକା ସ୍ମୃତି ଦିବସ ଭାବରେ ପାଳନ କରାଯିବ । ଏନେଇ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଦିନକୁ ପାଳନ କରିବା ପାଇଁ ଦେଶବାସୀଙ୍କୁ ଟ୍ୱିଟ୍ କରି ଆହ୍ୱାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ । ସେ କହିଛନ୍ତି,…

ପିଏମ୍-କିଷାନ ଯୋଜନାରେ ଆଜି ନବମ କିସ୍ତି ରାଶି ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍-କିଷାନ) ଯୋଜନାରେ ନବମ କିସ୍ତି ପ୍ରଦାନର ଆଜି ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସାଢ଼େ ୧୨ଟାରେ ଭିଡିଓ କନଫରେନ୍ସିଂରେ ଆୟୋଜିତ କାର୍ଯ୍ୟକ୍ରମରେ ହିତାଧିକାରୀଙ୍କୁ ଅର୍ଥରାଶି ପ୍ରଦାନ କରାଯିବ । ଏହି…