Latest Odisha News

BREAKING NEWS

Browsing Tag

Puri Bahuda Yatra

ଆଜି ଆଡ଼ପମଣ୍ଡପରେ ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ

ପୁରୀ: ଜନ୍ମବେଦୀରେ ସରି ଆସିଲା ମହାପ୍ରଭଙ୍କ ଲୀଳାଖେଳା । ଆଜି ଆଡ଼ପମଣ୍ଡପରେ ସନ୍ଧ୍ୟା ଦର୍ଶନ । ନବଦିନାତ୍ମକ ଯାତ୍ରାରେ ଗୁଣ୍ଡିଚାମନ୍ଦିର ଯାଇଥିବା ଚତୁର୍ଦ୍ଧାମୂର୍ତ୍ତିଙ୍କ ଜନ୍ମବେଦୀରେ ଆଜି ଶେଷ ଦର୍ଶନ । ବିଶ୍ୱାସ ରହିଛି, ତ୍ରିକାଳରେ ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କଲେ ଯେଉଁ ପୂଣ୍ୟ…

ମାଉସୀ ମା’ ଅଟକାଇଲେ ରଥ; ମହାପ୍ରଭୁ ଖାଇଲେ ପୋଡ଼ପିଠା

ପୁରୀ: ଶ୍ରୀକ୍ଷେତ୍ରର ଶ୍ରୀଗୁଣ୍ଡିଚାରୁ ଶ୍ରୀମନ୍ଦିର ଯାଏଁ ରଥାରୂଢ ଶ୍ରୀଜଗନ୍ନାଥ ମହାପ୍ରଭୁ କରିଚାଲିଛନ୍ତି ତାଙ୍କର ଅପୂର୍ବ ମାନବୀୟ ଲୀଳା । ପବିତ୍ର ରଥଯାତ୍ରା ଉତ୍ସବରେ ଆଜି ହେଉଛି ବାହୁଡ଼ା ଯାତ୍ରା ଉତ୍ସବ । ଶ୍ରୀଜୀଉମାନେ ଆଜି ଶ୍ରୀଗୁଣ୍ଡିଚା ମନ୍ଦିରର ଜନ୍ମବେଦୀ ଛାଡ଼ି ବାହୁଡୁଛନ୍ତି…

ବାହୁଡ଼ା ରୀତିନୀତି ପୂର୍ବରୁ ସେବାୟତଙ୍କ ହେଲା ଥର୍ମାଲ ସ୍କ୍ରିନିଂ

ପୁରୀ: ବିନା ଭକ୍ତ ଓ କୋଭିଡ କଟକଣା ଭିତରେ ବାହୁଡ଼ା ଯାତ୍ରା ହେଉଛି । କେବଳ କୋଭିଡ୍ ଟେଷ୍ଟ ରିପୋର୍ଟ ନେଗେଟିଭ୍ ଆସିଥିବା ସେବାୟତ ହିଁ ମହାପ୍ରଭୁଙ୍କ ଏହି ଯାତ୍ରାରେ ସାମିଲ ହୋଇଛନ୍ତି । ଆଜି ବାହୁଡ଼ା ଯାତ୍ରା ପୂର୍ବରୁ ଗୁଣ୍ଡିଚା ମନ୍ଦିର ନିକଟରେ ସେବାୟତମାନଙ୍କର ଯାଞ୍ଚ କରାଯାଇଥିଲା ।…