Latest Odisha News

BREAKING NEWS

Browsing Tag

SUM

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ

ଭୁବନେଶ୍ୱର: ସ୍ତନ୍ୟପାନ ଶିଶୁ ପାଇଁ ସବୁଠାରୁ ଉପକାରୀ । ଏହାର ମହତ୍ୱ ଦର୍ଶାଇବା ନିମନ୍ତେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲର ଶିଶୁରୋଗ ବିଭାଗ ପକ୍ଷରୁ ଶୁକ୍ରବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ହୋଇଯାଇଛି । ଇଣ୍ଡିଆନ୍ ଆସୋସିଏସନ୍ ଅଫ୍…

ଅଂଗଦାନ ମହୋତ୍ସବ : ମୃତ୍ୟୁ ପରେ ବି ଜୀବନର ସଚେତନତା ବାର୍ତ୍ତା ବାଣ୍ଟିଲା ସମ୍ମମ୍‌

ଭୁବନେଶ୍ୱର: ମଣିଷର ମୃତ୍ୟୁ ପରେ ବି ସେ ଆହୁରି ୮ଟି ଜୀବନ ବଂଚାଇ ପାରିବ । “ମୃତ୍ୟୁ ପରେ ବି ଜୀବନ” ଶୀର୍ଷକ ପଥପ୍ରାନ୍ତ ନାଟକ ମାଧ୍ୟମରେ ସଚେତନତାର ବାର୍ତା ବାଂଟିଛି ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାର । ସମ୍ମମ୍ ପକ୍ଷରୁ ଶନିବାର ଅଂଗଦାନ ମହୋତ୍ସବ ପାଳନ ଅବସରରେ ଏହି କାର୍ଯ୍ୟକ୍ରମ…

୫୬୦ ଗ୍ରାମ୍‌ର ଅପରିପକ୍ୱ ଶିଶୁକୁ ନୂଆ ଜୀବନ ଦେଲେ ସମ୍ ଶିଶୁରୋଗ ଡାକ୍ତର

ଭୁବନେଶ୍ୱର: ଜନ୍ମ ସମୟରେ ଅପରିପକ୍ୱ ଭାବେ ଜନ୍ମଲାଭ କରିଥିବା ମାତ୍ର ୫୬୦ଗ୍ରାମ୍ ଓଜନର ଶିଶୁପୁତ୍ରକୁ ଦୀର୍ଘ ଦିନର ପ୍ରଚେଷ୍ଟା ଓ ଚିକିତ୍ସା ପ୍ରଦାନ କରି ନୂଆ ଜୀବନ ଦେଇଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ନବଜାତ ଶିଶୁରୋଗ ବିଭାଗର ଡାକ୍ତରୀ ଟିମ୍…

ସମ୍ ନର୍ସିଂ କଲେଜ ପକ୍ଷରୁ ଫ୍ୟାକଲ୍ଟି ଡେଭଲପ୍‌ମେଣ୍ଟ ପ୍ରୋଗ୍ରାମ ଆୟୋଜିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସମ୍ ନର୍ସିଂ କଲେଜ ପକ୍ଷରୁ “ସିଷ୍ଟମାଟିକ୍ ଲିଟରେଚର ରିଭ୍ୟୁ ଆଣ୍ଡ ବିବଲିଓମେଟ୍ରିକ୍ ଆନାଲିସିସ୍‌” ଶୀର୍ଷକ ଏକ ୮ ଦିନିଆ ଫ୍ୟାକଲ୍ଟି ଡେଭଲପ୍‌ମେଣ୍ଟ ପ୍ରୋଗ୍ରାମ ଆୟୋଜିତ ହୋଇଯାଇଛି । କାର୍ଯ୍ୟକ୍ରମରେ ସୋଆ ପରିଚାଳିତ…

ସମ୍ ସିଏଚ୍‌ଆର୍- ବନ୍ଧ୍ୟାଦୋଷ ସମସ୍ୟା ଥିବା ଦମ୍ପତିଙ୍କର ଆଶାର କେନ୍ଦ୍ର

ଭୁବନେଶ୍ୱର: ବନ୍ଧ୍ୟାଦୋଷ ସମସ୍ୟା ଥିôବା ଦମ୍ପତିଙ୍କର ଆଶାର କେନ୍ଦ୍ର ପାଲଟିଛି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପରିଚାଳିତ ଇନ୍‌ଫର୍ଟିଲିଟି ଆଣ୍ଡ ଇନ୍ ଭିଟ୍ରୋ ଫର୍ଟିଲାଇଜେସନ୍ (ଆଇଭିଏଫ୍‌) କେନ୍ଦ୍ର ସେଂଟର ଫର୍ ହ୍ୟୁମାନ୍ ରିପ୍ରଡକ୍ସନ୍ (ସିଏଚ୍‌ଆର୍‌)…

ରୋବୋଟ ସହାୟତାରେ ସମ୍ ହସ୍ପିଟାଲ୍‌ରେ ଆଣ୍ଠୁ ପ୍ରତ୍ୟାରୋପଣ ଅସ୍ତ୍ରୋପଚାର ସଫଳ ହେଉଛି: ପ୍ରଫେସର ଦାଶ

ଭୁବନେଶ୍ୱର: ବର୍ତ୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ ଅଳ୍ପ ଦିନ ମଧ୍ୟରେ ରୋଗୀ ସୁସ୍ଥ ହେଉଛନ୍ତି । ପାରମ୍ପରିକ ଆଣ୍ଠୁ ପ୍ରତ୍ୟାରୋପଣ…

ଜଟିଳ କର୍କଟ ରୋଗ ନିମନ୍ତେ ମହିଳାଙ୍କର ୧୧ ବର୍ଷରେ ୫ ଥର ଅସ୍ତ୍ରୋପଚାର

ଭୁବନେଶ୍ୱର: ଜଟିଳ କ୍ୟାନ୍ସର ରୋଗ “ରିଟ୍ରୋପେରିଟୋନିଆଲ୍ ଲିପୋସାର୍କୋମା” ରେ ପୀଡ଼ିତ ଥିବା ବୌଦ୍ଧ ଜିଲ୍ଲାର ଜଣେ ୩୮ ବର୍ଷୀୟ ମହିଳାଙ୍କର ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ସଫଳ ଅସ୍ତ୍ରୋପଚାର କରାଯାଇଛି । ୫ମ ଥର ପାଇଁ ସମ୍‌ରେ ତାଙ୍କର ଏହି ସମସ୍ୟା…

ସମ୍ମମରେ ବ୍ରେନ୍ ଡେଡ ବ୍ୟକ୍ତିଙ୍କ ଅଙ୍ଗଦାନ ଫଳରେ ଦେଶର ୪ ଜଣ ରୋଗୀଙ୍କର ନୂତନ ଜୀବନ ଲାଭ

ଭୁବନେଶ୍ୱର: ଓଡ଼ିଶା ଚିକିତ୍ସା ଇତିହାସରେ ପ୍ରଥମ ଥର ପାଇଁ ସମ୍ ଅଲ୍ଟିମେଟ୍ ମେଡିକେୟାରରେ ଶନିବାର ଜଣେ ବ୍ରେନ୍ ଡେଡ୍ ହୋଇଥିବା ରୋଗୀଙ୍କର ଶରୀରରୁ ଏକାଧିକ ଅଙ୍ଗ ବାହାର କରାଯାଇ ଅନ୍ୟ ଗୁରୁତର ରୋଗୀମାନଙ୍କ ଶରୀରରେ ପ୍ରତ୍ୟାରୋପଣ କରାଯାଇ ପାରିଛି । ଗତ ଶନିବାର ଦିନ ଦେଶର ତିନିଟି ଭିନ୍ନ…

ଜଟିଳ ଅସ୍ତ୍ରୋପଚାର ଦ୍ୱାରା ୭୩ ବର୍ଷୀୟା ରୋଗୀଙ୍କ ଜୀବନ ରକ୍ଷା କଲେ ସମ୍ମମ୍ ସର୍ଜନ

ଭୁବନେଶ୍ୱର: ବିରଳ ସ୍ୱାସ୍ଥ୍ୟ ସମସ୍ୟାରେ ପୀଡ଼ିତ ଥିବା ଜଣେ ୭୩ ବର୍ଷୀୟା ମହିଳାଙ୍କର ଜଟିଳ ଅସ୍ତ୍ରୋପଚାର ଜରିଆରେ ଜୀବନ ରକ୍ଷା କରିବାରେ ସଫଳ ହୋଇଛନ୍ତି ସମ୍ ଅଲ୍ଟିମେଟ ମେଡିକେୟାରର ସର୍ଜନ୍ । ଅସ୍ତ୍ରୋପଚାର ସମ୍ଭବ ନୁହେଁ ବୋଲି ଦର୍ଶାଇ ଅନେକ ହସ୍ପିଟାଲ୍ ଏହି ରୋଗୀଙ୍କୁ ପୂର୍ବରୁ ଫେରାଇ…

ସଂକ୍ରମଣ ନିରାକରଣ ଓ ନିୟନ୍ତ୍ରଣ ନେଇ ସମ୍ମମ୍‌ରେ କର୍ମଶାଳା

ଭୁବନେଶ୍ୱର: ସଂକ୍ରମଣ ନିରାକରଣ ଓ ନିୟନ୍ତ୍ରଣ ନେଇ ସମ୍ ଅଲ୍ଟିମେଟ ମେଡିକେୟାରରେ ଶନିବାର ଏକ କର୍ମଶାଳା ଆୟୋଜିତ ହୋଇଯାଇଛି । ଏଥିରେ ଓଡ଼ିଶାର ବିଭିନ୍ନ ହସ୍ପିଟାଲ୍‌ର ଚିକିତ୍ସା କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତିଙ୍କ ସମେତ ନର୍ସ, ପାରାମେଡିକ୍ସ ଓ ଲାବାରେଟୋରୀ ଟେକ୍ନିସିଆନ୍‌ମାନେ ଯୋଗ…