Latest Odisha News

BREAKING NEWS

Browsing Tag

Unlock-2

ସାପ୍ତାହିକ ସଟଡ଼ାଉନରେ ସାମିଲ୍ ହେଲା ଆଉ ଏକ ଜିଲ୍ଲା

ରାୟଗଡ଼ା: ବଲାଙ୍ଗୀର ଓ କେନ୍ଦ୍ରାପଡ଼ା ପରେ ରାୟଗଡ଼ା ଜିଲ୍ଲା ପ୍ରଶାସନ ଜୁଲାଇ ମାସରେ ସାପ୍ତାହିକ ସଟଡ଼ାଉନ କରିବା ନେଇ ଗୁରୁବାର ଦିନ ନିଷ୍ପତ୍ତି ଗ୍ରହଣ କରିଛନ୍ତି । କରୋନା ସଂକ୍ରମଣ ରୋକିବା ଲାଗି ସାମାଜିକ ଦୂରତା ଓ ସଂଗରୋଧ ଜରୁରୀ ହୋଇପଡ଼ିଛି ଏବଂ ଏହି କାରଣରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି…

୧୦ ଜିଲ୍ଲାରେ ଶନି ଓ ରବିବାର ସଟ୍‌ଡାଉନ

ଭୁବନେଶ୍ୱର: ଦେଶରେ ଆସନ୍ତା ଜୁଲାଇ ୧ ତାରିଖରୁ ଲାଗୁ ହେବ ଅନ୍‌ଲକ ୨ । ତେବେ ଏହାରି ଭିତରେ ଜୁଲାଇ ମାସ ପାଇଁ ରାଜ୍ୟ ସରକାର କରୋନା ଗାଇଡଲାଇନ୍ ଜାରି କରିଛନ୍ତି । ନୂଆ ଗାଇଡଲାଇନ୍ ଅନୁଯାୟୀ ଜୁଲଇ ମାସର ପ୍ରତି ସପ୍ତାହର ଶନିବାର ଓ ରବିବାର ସଟ୍‌ଡାଉନ୍ ବଳବତ୍ତର ରହିବ । ତେବେ ଏହି କଟକଣା…

ଅନ୍‌ଲକ୍‌-୨ରେ ଅଧିକ ସତର୍କତା ଜରୁରୀ: ମୋଦୀ

ନୂଆଦିଲ୍ଲୀ: କରୋନା କଳାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶବାସୀଙ୍କୁ ଷଷ୍ଠଥର ପାଇଁ ସମ୍ବୋଧିତ କରିଛନ୍ତି । ସେ କହିଛନ୍ତି, କରୋନା ବିଶ୍ଵ ମହାମାରୀ ସହ ଲଢି ଲଢି ଆମେ ଅନଲକ୍‌-୨ରେ ପ୍ରବେଶ କରିଛେ। ଅନଲକ୍‌-୧ ପରଠାରୁ ଆମ ଲୋକମାନେ ଅସତର୍କ ହେବା ଦେଖାଯାଇଛି। ଯେବେ ସତର୍କ ହେବା…

ଅନଲକ୍‌-୨ ପାଇଁ ଆସିଲା ନୂଆ ଗାଇଡଲାଇନ

ଭୁବନେଶ୍ୱର: ପ୍ରକାଶ ପାଇଲା ଅନଲକ୍ -୨ ପାଇଁ ନୂଆ ଗାଇଡଲାଇନ । ଏହି ଗାଇଡ ଲାଇନ ଅନୁସାରେ ଜୁଲାଇ ୩୧ ଯାଏଁ ଲକଡାଉନ ଅବଧି ବୃଦ୍ଧି ପାଇଛି । ଏହି ସମୟ ମଧ୍ୟରେ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ । ଟ୍ରେନ ଓ ଅନ୍ତର୍ଜାତୀୟ ବିମାନ ଚଳାଚଳ ବନ୍ଦ ରହିବ । ସିନେମା ହଲ, ପାର୍କ ବନ୍ଦ ରହିବ ।…