ଏହାବ୍ୟତିତ ୬ଲକ୍ଷରୁ ଅଧିକ ସଂକ୍ରମିତ ହୋଇଥିବା ଆଶଙ୍କା କରାଯାଉଛି ।

ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ କରୋନାଭାଇରସ୍ ପ୍ରଭାବରେ ଗତ ୨୪ ଘଣ୍ଟା ମଧ୍ୟରେ ଏଠାରେ ପାଖାପାଖି ୨୬୦୦ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି ।

ଉଲ୍ଲେଖଯୋଗ୍ୟ, ଏହା ଧୀରେଧୀରେ ଥାଇଲାଣ୍ଡ, ଭାରତ, ଫ୍ରାନ୍ସ, ବ୍ରିଟେନ୍‌, ଆମେରିକା, ତାଇୱାନ୍, ଭିଏତନାମ, ସିଙ୍ଗାପୁର ଓ ୟୁରୋପ ଭଳି ପାଖାପାଖି ୨୦୫ରୁ ଅଧିକ ଦେଶକୁ ମଧ୍ୟ କରୋନା ଭୂତାଣୁ ବ୍ୟାପିବାରେ ଲାଗିଛି ।