ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆପ୍ ମଖ୍ୟ ଅରବିନ୍ଦ କେଜ୍ରିୱାଲଙ୍କ ବିଜୟ ସ୍ପଷ୍ଟ ବାରି ହୋଇପଡିଛି । କିଛି ଆସନର ଫଳାଫଳ ଆସିଥିବା ବେଳେ ଆପ୍ ଏଥର ବହୁମତ ଠାରୁ ବହୁ ଆଗରେ ରହିଛି । ଏହାକୁ ଦେଖି କେଜ୍ରିୱାଲଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି । ବିଜେପିର ଅଧ୍ୟକ୍ଷ ଜେପି ନଡ୍ଡା କେଜ୍ରିୱାଲଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏଥିସହ ସେ ନିଜ ପରାଜୟ ସ୍ୱିକାର କରିଛନ୍ତି । ଏଥର ସେ ବିରୋଧୀ ଆସନରେ ବସିବା ସହ ବିଧାନସଭାରେ ଲୋକଙ୍କ ସମସ୍ୟାକୁ ଉପସ୍ଥାପନ କରିବେ ବୋଲି କହିଛନ୍ତି । ଦିଲ୍ଳୀର ବିକାଶ କ୍ଷେତ୍ରରେ କେଜ୍ରିୱାଲ ସରକାର କାମ କରିବ ବୋଲି ସେ ଅଶା କରିଛନ୍ତି ।
BREAKING NEWS
- SIR Declaration: ବିବାଦ ପରେ ନିର୍ବାଚନ କମିଶନଙ୍କ ବଡ ନିଷ୍ପତ୍ତି, ଫର୍ମ-୬ ସହ ଆଉ ଦେବାକୁ ପଡ଼ିବନି ଅତିରିକ୍ତ ଘୋଷଣା
- INDIA bloc Meet: ଦିଲ୍ଲୀରେ ବିରୋଧୀଙ୍କ ବଡ ବୈଠକ! SIR ବିବାଦ, CECଙ୍କ ଇସ୍ତଫା ନେଇ ତାତିଲା ରାଜନୀତି, ସରକାରଙ୍କୁ ଘେରିବାକୁ ବଡ ରଣନୀତି?
- ଗହୀରମଥାରୁ ୧୯ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ
- ବନ୍ୟାରେ ଉବୁଟୁବୁ ଭଦ୍ରକ, ଆଜି ୧୬୬ ସ୍କୁଲ ବନ୍ଦ…
- ଟେକ୍-ଅଫର କିଛି ସମୟ ପରେ ସେନା ବିମାନ କ୍ରାସ, ୬ ମୃତ
- ଦୀର୍ଘ ୬ ବର୍ଷ ପରେ ଖୋଲିଲା ଗୁଣ୍ଡିଚା ମନ୍ଦିର
- ଆଜି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ, ଜାଣନ୍ତୁ କାହିଁକି…
- ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ବିଭିନ୍ନ ସ୍ଥାନରେ ଟାୟାର ଜାଳି…
- ଜାମ୍ମୁ-କାଶ୍ମୀରର କଠୁଆରେ ବଡ଼ ଅଘଟଣ :ଯବାନଙ୍କ ଗୁଳିଚାଳନାରେ ୪ ସହକର୍ମୀ ମୃତ
- ଭିଜିଲାନ୍ସ ସ୍ୱତନ୍ତ୍ର କୋର୍ଟରେ ପୂର୍ବତନ ଆରଟିଓ ଦୋଷୀ ସାବ୍ୟସ୍ତ

Comments are closed.