ଭୁବନେଶ୍ୱର: ମିସ୍ ଆଣ୍ଡ୍ ମିସେସ୍ ଇଣ୍ଡିଆ କୁଇନ୍ ଅଫ ହାର୍ଟସ୍ ସିଜିନ୍-୫ରେ ଓଡ଼ିଆ ଝିଅ ଗୁଡ୍ଡିଙ୍କ କମାଲ । ମିସେସ୍ ପପୁଲାର ଏବଂ କନ୍ଫିଡେଂଟ କାଟାଗୋରୀରେ ସମସ୍ତଙ୍କୁ ପଛରେ ପକାଇ ବିଜେତା କ୍ରାଉନ ହାସଲ କରିଛନ୍ତି । ନୂଆଦିଲ୍ଲୀ କନକପୁରସ୍ଥିତ ଏକ ହୋଟେଲରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଦେଶର ବିଭିନ୍ନ ସ୍ଥାନରୁ ୨୧୦ ଜଣ ପ୍ରତିଯୋଗୀ ଭାଗ ନେଇଥିଲେ । ସେଥିମଧ୍ୟରୁ ୫୦ ଜଣ ଗ୍ରାଣ୍ଡ ଫିନାଲେକୁ ଉତ୍ତିର୍ଣ୍ଣ ହୋଇଥିଲେ । ଗ୍ରାଣ୍ଡ ଫିନାଲେରେ ପ୍ରତିଯୋଗୀମାନେ ନିଜ ନିଜର ପ୍ରତିଭା ଦେଖାଇଥିଲେ । ଗୁଡ୍ଡି ନିଜ ଟ୍ୟାଲେଂଟରେ ଜଜ୍ଙ୍କ ଦୃଷ୍ଟି ଆକର୍ଷଣ କରିପାରିଥିଲେ । ପୂର୍ବରୁ କଳିଙ୍ଗ ଗୌରବ ପକ୍ଷରୁ ଆୟୋଜିତ ମିସେସ୍ କଳିଙ୍ଗ ସୁନ୍ଦରୀ ପ୍ରତିଯୋଗିତାରେ ଦ୍ୱିତୀୟ ରନର୍ସ ଅପ୍ ହୋଇଥିଲେ । ଗୁଡ୍ଡି ଜଣେ ଆରଜେ ହେବା ସହ ଟେଲିଭିଜନରେ ଉପସ୍ଥାପନା କରିଥାନ୍ତି । ଏଥିସହ ଗୁଡ୍ଡି ବିଭିନ୍ନ ଧାରାବାହିକ ଓ ଆଲବମ୍ରେ ଅଭିନୟ କରିଛନ୍ତି ।
BREAKING NEWS
- ଅପେକ୍ଷାର ଘଟିବ ଅନ୍ତ: ଖୁବଶୀଘ୍ର ହେବ SI ପଦବୀ ଲାଗି ସାନି ପରୀକ୍ଷା
- Suspicious death of film director:ହୋଟେଲ୍ ରୁମ୍ରୁ ଓଡ଼ିଆ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଉଦ୍ଧାର
- ଏଲଏ୨୮ ଅଲିମ୍ପିକ୍ସ ପାଇଁ ହାଙ୍ଗଝୋଉ ଅପେକ୍ଷା ଆଇଚି-ନାଗୋୟା ଏସୀୟ କ୍ରୀଡ଼ା ଭାରତ ପାଇଁ ଅଧିକ ସଫଳ
- ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ଏକାସାଙ୍ଗରେ ବଛାଯିବ ୪ଟି ଭାରତୀୟ ଦଳ; ସିଲେକ୍ଟରଙ୍କ ଆଗରେ ବଡ଼ ଚ୍ୟାଲେଞ୍ଜ
- ଖଲ୍ଲିକୋଟ କଲେଜ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା: ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ଥାନାରେ ୯ ଅଟକ
- Balianta Soumya Murder Case: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲା:ଆକ୍ରମଣର ଶିକାର ଝିଅଙ୍କର ହେବ ଲାଏ ଡିଟେକ୍ସନ ଟେଷ୍ଟ
- ରଣଜୀ ଟ୍ରଫି: ମୁମ୍ବାଇ ଦଳକୁ ଫେରିବେ ସୂର୍ୟ୍ୟକୁମାର ; ଆହତ କାରଣରୁ ଶାର୍ଦ୍ଦୁଳ ଠାକୁର ବାଦ୍
- ‘ଅପ୍ଟୋଜେନେଟିକ୍ସ’ ଆବିଷ୍କାର ପାଇଁ ମେଡିସିନ୍ କ୍ଷେତ୍ରରେ ୩ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର
- ରାଜ୍ୟସଭା ନିର୍ବାଚନ: ଉତ୍ତର ପ୍ରଦେଶରୁ ହରଦୀପ ସିଂହ ପୁରୀ ଓ ବିଏଲ ବର୍ମାଙ୍କ ସହ ୮ ଜଣଙ୍କୁ ବାଦ୍ ଦେଲା ବିଜେପି
- Imran Khan’s release protest:ଇମ୍ରାନଙ୍କ ମୁକ୍ତି ଦାବିରେ ବିକ୍ଷୋଭ ତୀବ୍ର; ଇସଲାମାବାଦରେ ଧାରା ୧୪୪ ଲାଗୁ, ୨,୦୦୦ କର୍ମୀ ଗିରଫ

Comments are closed.