ସାଲେପୁର : ସାଲେପୁରରେ ଅଭାବନୀୟ ଘଟଣା । ଗ୍ୟାସ ଟାଙ୍କି ଫାଟିଯିବାରୁ ହଠାତ୍ ନିଆଁ ଲାଗିଯାଇଥିଲା । ଅଙ୍ଗନବାଡିରୁ ପ୍ରଚୁରମାତ୍ରାରେ ଧୂଆଁ ବାହାରିଥିଲା । ମାହାଙ୍ଗା ଲଳିତଗିରି ଗାଁ ଅଙ୍ଗନବାଡି କେନ୍ଦ୍ରରେ ଏଭଳି ଅଘଟଣ ଦେଖିବାକୁ ମିଳିଛି । ପାଚିକା ରୋଷେଇ କଲା ବେଳେ ହଠାତ୍ ନିଆଁ ବ୍ୟାପିଯଆଇଥିଲା । ତେବେ ନିଆଁ ଜଳିବା ଦେଖି ପିଲାଙ୍କୁ ଘରୁ ବାହାରକୁ ନେଇଆସିଥିଲେ ସହାୟିକା ।
BREAKING NEWS
- ହୋଟେଲ ଭିତରେ କରୁଥିଲେ କାମ,ପଶି ଆସିଲା ଟ୍ରକ;ଚାଲିଗଲା ୨ଜଣଙ୍କ ଜୀବନ
- ଆକଳନଠାରୁ କମ୍ ବିଡିଂ ମେମୋର ପୁନଃବିଚାର ପାଇଁ ଦାବି
- ଋଷ ତୈଳ ଟ୍ୟାଙ୍କରକୁ କବଜା କଲା ଆମେରିକା!
- ଚାଲାଣ ଥିଲେ ପଲ୍ୟୁସନ ସାର୍ଟିଫିକେଟ ନ ମିଳିବା ନିଷ୍ପତ୍ତି ସମ୍ପୂର୍ଣ୍ଣ ବେଆଇନ;ବିଜୁ ଯୁବ ଛାତ୍ର ଜନତା ଦଳର ଆନ୍ଦୋଳନ ଡାକରା
- ଧୂରନ୍ଧର ଅକ୍ଷୟ ଖାଆନ୍ତି ନାହିଁ ଜଳଖିଆ
- ବେକରେ ବିରଳ ସାପ ଧରି ବୁଲୁଥିଲେ ଯୁବକ, ଖାଇଲେ ଚୋଟ
- ଜାନୁଆରୀ ୯ରୁ ଭୁବନେଶ୍ୱରରେ ବାର୍ଷିକ ପୁଷ୍ପ ପ୍ରଦର୍ଶନୀ
- ବିଦେଶୀ ଶିକ୍ଷାର୍ଥୀଙ୍କୁ ଆକୃଷ୍ଟ କରିବାରେ କିଟ୍ ଦେଶର ୫ମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ
- Scbରେ ଅଘଟଣ; ସିଲିଂ ଖସି ରୋଗୀ ଆହତ
- paddy collection: କାଲିଠୁ ସ୍ବାଭାବିକ ହେବ ମଣ୍ଡିରୁ ଧାନ ଉଠାଣ; ସର୍ତ୍ତମୂଳକ ଭାବେ ଆନ୍ଦୋଳନରୁ ଓହରିଲା ମିଲର୍ସ ସଂଘ
Comments are closed.