କୋରାପୁଟ: କୋରାପୁଟ ଜିଲ୍ଲା ପଟାଙ୍ଗୀରେ ଦୁଇଟି ଟ୍ରକ ମଧ୍ୟରେ ଦୁର୍ଘଟଣା । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି । ପଟାଙ୍ଗୀ ଥାନା ଏନ୍ଏଚ୍-୨୬ ସିପାଇପୁଟ ନିକଟରେ ଏହି ଦୁର୍ଘଟଣା ଘଟିଛି । ଘନକୁହୁଡ଼ି ଯୋଗୁ ଏକ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । କୁହୁଡ଼ି ଯୋଗୁ ରାସ୍ତା ଠିକରେ ଦେଖାଯାଇ ନଥିଲା । ଫଳରେ ଦୁଇଟି ଟ୍ରକ ମଧ୍ୟରେ ଦୁର୍ଘଟଣା ଘଟିଛି । ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ବର୍ତ୍ତମାନ ସୁଦ୍ଧା ମୃତାହତଙ୍କ ପରିଚୟ ମିଳି ପାରି ନାହିଁ ।
BREAKING NEWS
- Lok Adalat: ମାର୍ଚ୍ଚ ୧୪ରେ ଟିପିଏସ୍ଓଡିଏଲ୍ ଉପଭୋକ୍ତାଙ୍କ ନିମନ୍ତେ ଲୋକ ଅଦାଲତ
- ଅଲଗା ହେଲେ ଅଭିନେତ୍ରୀ ହଂସିକା ମୋଟୱାନୀ-ସୋହେଲ
- Naxal Free India:ଅସ୍ତ୍ରଶସ୍ତ୍ର ସହ ୧୦୮ ମାଓବାଦୀଙ୍କ ଆତ୍ମସମର୍ପଣ…ଏପଟେ ମାଓ ଡମ୍ପରୁ ୩କୋଟି ଟଙ୍କା ଓ ସୁନା ଉଦ୍ଧାର
- ଦିନିକିଆ କ୍ରିକେଟ: ୯୧ ବଲରେ ପାକିସ୍ତାନକୁ ହରାଇଲା ବାଂଲାଦେଶ
- Iranian Drones Hit Near Dubai Airport: ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦରରେ ଡ୍ରୋନ୍ ଆକ୍ରମଣ;ଜଣେ ଭାରତୀୟଙ୍କ ସମେତ ୪ ଆହତ
- ଆଇପିଏଲ ୨୦୨୬: ପ୍ରଥମ ପର୍ଯ୍ୟାୟର କାର୍ଯ୍ୟସୂଚୀ ଘୋଷଣା କଲା ବିିସିସିଆଇ
- Trump thanks India: ଆମେରିକାରେ ରିଲାଏନ୍ସର ‘ମାଷ୍ଟରଷ୍ଟ୍ରୋକ୍’
- Jasprit Bumrah: ମିଶନ ୨୦୨୭ – ବୁମରାଙ୍କ ବଡ଼ ନିଷ୍ପତ୍ତି !
- ଟି୨୦ ବିଶ୍ୱକପ ପରେ ଟ୍ରେନରେ ଲୁଚି କରି ଘରକୁ ଗଲେ ଏହି ଷ୍ଟାର ଖେଳାଳି
- LPG Fuel Made: କେଉଁ ଦେଶ ସବୁଠାରୁ ଅଧିକ ଉତ୍ପାଦନ କରେ LPG? କେମିତି ତିଆରି ହୁଏ ରନ୍ଧନ ଗ୍ୟାସ୍?
Comments are closed.