କୋରାପୁଟ: କୋରାପୁଟ ଜିଲ୍ଲା ପଟାଙ୍ଗୀରେ ଦୁଇଟି ଟ୍ରକ ମଧ୍ୟରେ ଦୁର୍ଘଟଣା । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି । ପଟାଙ୍ଗୀ ଥାନା ଏନ୍ଏଚ୍-୨୬ ସିପାଇପୁଟ ନିକଟରେ ଏହି ଦୁର୍ଘଟଣା ଘଟିଛି । ଘନକୁହୁଡ଼ି ଯୋଗୁ ଏକ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । କୁହୁଡ଼ି ଯୋଗୁ ରାସ୍ତା ଠିକରେ ଦେଖାଯାଇ ନଥିଲା । ଫଳରେ ଦୁଇଟି ଟ୍ରକ ମଧ୍ୟରେ ଦୁର୍ଘଟଣା ଘଟିଛି । ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ବର୍ତ୍ତମାନ ସୁଦ୍ଧା ମୃତାହତଙ୍କ ପରିଚୟ ମିଳି ପାରି ନାହିଁ ।
BREAKING NEWS
- ଆସୁଛି ଆଉ ଏକ ଲଘୁଚାପ, ଜାଣନ୍ତୁ ଓଡ଼ିଶାରେ ପ୍ରଭାବ…
- କୋଟିଆ ଉପରେ ନିୟମିତ ନଜର ରଖିବେ ଜିଲ୍ଲାପାଳ ଓ SP
- ରାଜଧାନୀରେ ଦୁର୍ଗାପୂଜା ଭସାଣୀରେ ବାଜିବନି DJ
- ପୂର୍ବତନ କ୍ରିକେଟର ତଥା ସାଂସଦ ୟୁସୁଫ ପଠାଣଙ୍କୁ ଗୁଜୁରାଟ ସରକାରଙ୍କ ବଡ ଉପହାର
- ବିସ୍କୁଟରେ ମିଶୁଛି ଚୋକଡ, କ୍ଷୀରରେ ଡ଼ିଟରଜେଣ୍ଟ; ଏଫଏସଏସଏଆଇ ବଡ଼ କାର୍ଯ୍ୟାନୁଷ୍ଠାନ…
- ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟିର ଗଞ୍ଜେଇ ଜବତ, ୩ ଅଟକ…
- ଟାଇଗର ଶ୍ରଫ୍ଙ୍କୁ ଫାୟାରିଂ ପଛର ସତ୍ୟ ବାହାର କଲା ପୋଲିସ: ଚାକିରି ଓ ଟଙ୍କା ଲୋଭରେ କରାଯାଇଥିଲା ଆକ୍ରମଣ
- ଦେଶବାସୀଙ୍କୁ ମୋହନ ଭାଗବତଙ୍କ ସମ୍ୱୋଧନ: କହିଲେ, ଏକତା ଓ ପ୍ରଗତି ରାସ୍ତାରେ ଆମେ ଆଗକୁ ବଢ଼ିବା ଦରକାର
- ରେଲୱେ ଟ୍ରାକ ନିକଟରେ କୁମ୍ଭୀର, ଚିନ୍ତାରେ ଲୋକେ
- ଦଶହରା ଶୁଭେଚ୍ଛା: ରାଜ୍ୟବାସୀଙ୍କ ସୁଖ ଓ ସମୃଦ୍ଧି କାମନା କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

Comments are closed.