ସୋନପୁର : ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳରେ ଚାଲିଗଲା ଜଣଙ୍କ ଜୀବନ ।ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଅନ୍ତର୍ଗତ ଅନ୍ତଡା ଗାଁ ଠାରେ ଟ୍ରାକ୍ଟର ଓ ବାଇକ ମୁହାଁ ମୁହିଁ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଯାଇଥିବା ବେଳେ ୨ ଜଣ ଗୁରୁତର ହୋଇପଡିଛନ୍ତି ।ମୃତକ ଜଣକ ହେଲେ ଶିବା ସୁନା । ଗୁରୁତର ଦୁଇଜଣଙ୍କୁ ବନିକା ଡାକ୍ତରଖାନାରେ ଚିକିତ୍ସା କରାଯିବା ପରେ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଘଟଣା ସ୍ଥଳରେ ସ୍ଥାନୀୟ ପୋଲିସ ପହଁଞ୍ଚି ତଦନ୍ତ ଆରମ୍ଭ କରିଛି ।
BREAKING NEWS
- ଇରାନ ବିରୋଧରେ ଏକତ୍ର ହେବେ ଇସଲାମିକ ଦେଶ
- ବ୍ୟାଟେଲ ଅଫ ଗଲୱାନ ପରେ ବଦଳିବ ଏହି ଫିଲ୍ମର ନାମ
- ଖୁବ ଶୀଘ୍ର ରୋମାଂଟିକ ଫିଲ୍ମ କରିବେ ଶାହାରୁଖ
- Opposition Stages Symbolic Procession: ବିଧାନସଭାରେ କାହାର ଉଠିଲା ‘କୋକେଇ’?, ‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ହେଲା ପରିସର
- Jag Laadki Tanker Reaches Gujarat: ଚାଲିଛି ଯୁଦ୍ଧ, ଭାରତରେ ପହଞ୍ଚୁଛି ଜାହାଜ ପରେ ଜାହାଜ
- ସୁଦର୍ଶନ ପଟ୍ଟନାୟକ ହେଲେ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ୍ ଆମ୍ଵାସଡର
- ରଣକ୍ଷେତ୍ର ପାଲଟିଲା ବିଜେବି କଲେଜ ହଷ୍ଟେଲ, ଘଣ୍ଟାଏ ଧରି ପଥର ମାଡ଼
- ଆଗମୀ ୩ ଘଣ୍ଟା ପାଇଁ କାଳବୈଶୀ ସତର୍କତା, ଏହି ସବୁ ଜିଲ୍ଲାକୁ ଝଡ଼ବର୍ଷା ଆଲର୍ଟ
- Jagannath Temple: ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ
- ରାଜ୍ୟରେ ଅସ୍ୱାଭାବିକ ଭାବେ ବୃଦ୍ଧି ପାଉଛି ତାପମାତ୍ରା, ହିଟ୍ୱେଭ୍ SOP ଜାରି
Comments are closed.