Latest Odisha News

BREAKING NEWS

ଟ୍ରାକ୍ଟର ଓ ବାଇକ୍ ମୁହାଁମୁହିଁ ଧକ୍କା , ଜଣେ ମୃତ ୨ ଗୁରୁତର

ସୋନପୁର : ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳରେ ଚାଲିଗଲା ଜଣଙ୍କ ଜୀବନ ।ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଅନ୍ତର୍ଗତ ଅନ୍ତଡା ଗାଁ ଠାରେ ଟ୍ରାକ୍ଟର ଓ ବାଇକ ମୁହାଁ ମୁହିଁ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଯାଇଥିବା ବେଳେ ୨ ଜଣ ଗୁରୁତର ହୋଇପଡିଛନ୍ତି ।ମୃତକ ଜଣକ ହେଲେ ଶିବା ସୁନା ।  ଗୁରୁତର  ଦୁଇଜଣଙ୍କୁ ବନିକା ଡାକ୍ତରଖାନାରେ ଚିକିତ୍ସା କରାଯିବା ପରେ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଘଟଣା ସ୍ଥଳରେ ସ୍ଥାନୀୟ ପୋଲିସ ପହଁଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.