ଭୁବନେଶ୍ୱର: ରାଜ୍ୟରେ ମହାମାରୀ କରୋନା ବ୍ୟାପି ଚାଲିଥିବା ବେଳେ ଏହାର ଚିକିତ୍ସା ସୁବିଧା ନେଇ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ଖୁବଶୀଘ୍ର ଏକାଥରକେ ୧ ଲକ୍ଷ କୋଭିଡ-୧୯ ରାପିଡ୍ ଟେଷ୍ଟିଂ ସୁବିଧା କରିବା ଲାଗି ପଦକ୍ଷେପ ନିଆଯାଇଛି ବୋଲି ନବୀନ ତାଙ୍କ ବାର୍ତ୍ତାରେ କହିଛନ୍ତି । ଏଥିସହ ଯେଉଁ ଡାକ୍ତରମାନେ ଅନୁରୋଧ ରକ୍ଷା କରି ଟେଲି-ମେଡିସିନ ସେବା ଯୋଗାଇ ଦେବା ଲାଗି ଆଗେଇ ଆସିଛନ୍ତି ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ନବୀନ ।
ପ୍ରକାଶ ଯେ, ମାର୍ଚ୍ଚ ୧୫ ତାରିଖରେ ରାଜ୍ୟରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ଏହି ସଂଖ୍ୟା ୪୪ରେ ପହଞ୍ଚିଛି। ଏହାକୁ ନିୟନ୍ତ୍ରଣ କରିବାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି।
BREAKING NEWS
- ରାତି ୮ଟା ଯାଏଁ ଡେଡଲାଇନ୍ ଦେଲେ ଟ୍ରମ୍ପ… ଚୁକ୍ତି ଚୂଡ଼ାନ୍ତ ନହୁଏ ତେବେ ଇରାନରେ କ’ଣ ହେବ?
- କୁଏତ ଏୟାରବେସ ଉପରେ ଇରାନର ଆକ୍ରମଣ, ୧୫ ଆମେରିକୀୟ ଆହତ
- ୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ;ଉଚ୍ଚଶିକ୍ଷା ମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
- Financial literacy: ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢିବେ ଆର୍ଥିକ ସାକ୍ଷରତା ପାଠ;ସ୍ବତନ୍ତ୍ର ପ୍ରଶିକ୍ଷଣ ନେବେ ଶିକ୍ଷକ-ଶିକ୍ଷୟିତ୍ରୀ
- BJD Suspend: ମଞ୍ଜୁଲତା ଓ ମୁକ୍ତିକାନ୍ତ ବିଜେଡିରୁ ସସ୍ପେଣ୍ଡ୍
- ଅଶ୍ୱିନୀ କୁମାର ମିଶ୍ରଙ୍କୁ ବିଷୁବ ପୁରସ୍କାର ଓ ଏହିମାନେ ପାଇବେ ‘ଝଙ୍କାର’ ପୁରସ୍କାର
- Terror network:ଆତଙ୍କବାଦୀ ମଡ୍ୟୁଲ୍ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ;ପାକିସ୍ତାନ ସହ ଜଡିତ ୨ଅସ୍ତ୍ରଶସ୍ତ୍ର ଚୋରାଚାଲାଣକାରୀ ଗିରଫ
- Metro Rail Project in Odisha: ମେଟ୍ରୋ ପ୍ରକଳ୍ପ ବାତିଲ ନିଷ୍ପତ୍ତି ବିଜେପି ସରକାରଙ୍କ ହୀନମନ୍ୟତାର ପରିଚୟ: ବିଜେଡି
- ଆଇପିଏଲରୁ ଅବସର କାହିଁକି ନେଲେ କହିଲେ ଅଶ୍ୱୀନ
- ଟି୨୦: ଟିମ ଇଣ୍ଡିଆରେ ସ୍ଥାନ ପାଇବା ପାଇଁ ୮ ଓପନରଙ୍କ ମଧ୍ୟରେ ହେବ ପ୍ରତିଦ୍ୱନ୍ଦ୍ୱିତା
Comments are closed.