Latest Odisha News

BREAKING NEWS

ସୁସ୍ଥ ହୋଇ ଘରକୁ ଫେରିଲେ ୧୦ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ: କରୋନାର କୋକୁଆ ଭୟ ଭିତରୁ ଆସିଲା ଆଶ୍ୱସ୍ଥି ଖବର । ସୁସ୍ଥ ହୋଇ ଘରକୁ ଫେରିଲେ ୧୦ କରୋନା ଆକ୍ରାନ୍ତ । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ରିପୋର୍ଟ ଦେଇଛି । ସ୍ୱାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ଅନୁସାରେ ଭାରତରେ ଏ ଯାଏଁ ୮୩ ଜଣ କରୋନା ଭୂତାଣୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଏମାନଙ୍କ ମଧ୍ୟରେ ୧୭ ଜଣ ବିଦେଶୀ ନାଗରିକ ଅଛନ୍ତି । ତେବେ କରୋନା ଭୂତାଣୁ ସଂକ୍ରମଣରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ଜଣାପଡିଛି । ଯାହା ସବୁଠାରୁ ବଡ ଉପଲବ୍ଧି । ସେହିପରି ଦିଲ୍ଲୀରେ କରୋନା ଯୋଗୁଁ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

BjdElectrycity
Leave A Reply

Your email address will not be published.