ଭୁବନେଶ୍ୱର: ଓଡ଼ିଶାରେ ଖୋଲିବ ଅଧିକ ନର୍ସିଂ କଲେଜ । ୬୦୦ ସିଚ୍ ବିଶିଷ୍ଟ ନର୍ସିଂ କଲେଜ ସ୍ଥାପନ ହେବ । ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ୧୦ଟି ଜିଲ୍ଲାରେ ୬୦ଟି ସିଟ୍ ଲେଖାଏ କଲେଜ ସ୍ଥାପନ କରାଯିବ । ଏହି ୧୦ ଜିଲ୍ଲା ହେଉଛି ମୟୂରଭଞ୍ଜ, ବଲାଙ୍ଗିର, କୋରାପୁଟ, ବାଲେଶ୍ୱର, ଝାରସୁଗୁଡା, ପୁରୀ, ସୁନ୍ଦରଗଡ଼, ଅନୁଗୋଳ, କେନ୍ଦୁଝର ଓ ଯାଜପୁର । ଏହାଦ୍ୱାରା ରାଜ୍ୟରେ ସ୍ୱାସ୍ଥ୍ୟସେବା ଅଧିକ ସୁଦୃଢ଼ ହୋଇପାରିବ ।
BREAKING NEWS
- ଲୋମହର୍ଷକ ଘଟଣା:ନିଜ ଜନ୍ମ କଲା ୨ ଶିଶୁ କନ୍ୟାଙ୍କୁ କୂଅରେ ପକାଇ ହତ୍ୟା କଲା ମା’
- ଏସଜେଏଫଆଇର ୫୦ତମ ବାର୍ଷିକ ସମ୍ମିଳନୀ ଉଦଘାଟିତ
- ହିଣ୍ଡାଲ୍କୋ ପକ୍ଷରୁ ଜାତୀୟ ମାନବାଧିକାର ସମ୍ମିଳନୀ ଆୟୋଜିତ; ଅଧିକାର-ଭିତ୍ତିକ ବିକାଶ ଏବଂ ନୈତିକ ଶାସନ ପରିଚାଳନା ପାଇଁ ଆହ୍ୱାନ
- ୬୨ କିଲୋରୁ ଅଧିକ ଗଞ୍ଜେଇ ସହ କାର-ବାଇକ ଜବତ, ୨ଗିରଫ
- OUSSSCର ପ୍ରଥମ ଅଧ୍ୟକ୍ଷ ହେଲେ ରଶ୍ମିରଞ୍ଜନ ସ୍ବାଇଁ
- Rajya Sabha Elections: ରାଜ୍ୟସଭା ନିର୍ବାଚନ ପାଇଁ ହ୍ୱିପ ଜାରି କଲା ବିଜେପି
- ‘ଓଡ଼ିଶାରେ ୨୮ଟି ଆକାଶବାଣୀ କେନ୍ଦ୍ର ଏବଂ ୨୪ ଘଣ୍ଟିଆ ଟିଭି ଚ୍ୟାନେଲ୍ ଡିଡି ଓଡ଼ିଆ କାର୍ଯ୍ୟ କରୁଛି’
- Menstrual leave:’ମହିଳାଙ୍କୁ କେହି ଚାକିରି ଦେବେ ନାହିଁ…’; ମାସିକ ଋତୁସ୍ରାବ ଛୁଟି ସମ୍ପର୍କିତ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ
- ଆଇପିଏଲ ୨୦୨୬ ସିଜନରୁ ଓହରିଲେ ହର୍ଷିତ ରାଣା
- ଆଇପିଏଲ ପାଇଁ ପିଏସଏଲ ଛାଡିଲେ ବ୍ଲେସିଙ୍ଗ ମୁଜାରବାନୀ
Comments are closed.