କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଝୁମ୍ପୁରା ବ୍ଲକ କଙ୍କଡ଼ାଯୋଡିରେ ଅଭାବନୀୟ ଘଟଣା । ହାତୀଦାରୀ ଆଦିବାସୀ ବସ୍ତିରେ ପାରିବାରିକ ଭୋଜି ଖାଇ ୨ଟି ପରିବାରର ୧୦ ଜଣ ଅସୁସ୍ଥ ହୋଇଛନ୍ତି । ସମସ୍ତ ଅସୁସ୍ଥଙ୍କୁ ଝୁମ୍ପୁରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଅସୁସ୍ଥ ଥିବା ୧୦ ଜଣଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି । ଅସୁସ୍ଥଙ୍କ ମଧ୍ୟରେ ୪ ଜଣ ନାବାଳକ ଥିବା ବେଳେ ୪ ଜଣ ନାବାଳିକା ଅଛନ୍ତି ।
BREAKING NEWS
- ଆଉ ନାହାଁନ୍ତି ଅନ୍ତର୍ଜାତୀୟ ତୀରନ୍ଦାଜ ରାଜେଶ ହାସଁଦା; କ୍ରୀଡ଼ା ଜଗତରେ ଶୋକର ଛାୟା
- ଇଚ୍ଛାଶକ୍ତି ଆଗରେ ହାର ମାନିଲା ବୟସ: ୩୫ ବର୍ଷ ପରେ କଲେଜ୍ ପରୀକ୍ଷା ଦେବାକୁ ପହଞ୍ଚିଲେ ୫୦ ବର୍ଷୀୟା ମହିଳା
- ଦୂର ହେଲା ଶ୍ରୀମନ୍ଦିର ଚୁନରା ଓ ଦଇତାପତି ସେବକଙ୍କ ପାଉଣା ମତଭେଦ
- ଡିଲ୍ ବେଳେ ମହାବଳ ବାଘ ଛାଲ ଜବତ, ଜଣେ ଗିରଫ, ୨ ଫେରାର
- ପ୍ରଧାନମନ୍ତ୍ରୀ ବିକଶିତ ଭାରତ ରୋଜଗାର ଯୋଜନାରେ ଓଡ଼ିଶାକୁ ୩୭ କୋଟି ସହାୟତା ପ୍ରଦାନ
- Lightning strike:ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ,୮ ଗୁରୁତର ସହ ୧୭ ଛେଳି ମୃତ
- ଏସଆଇଆର ନିୟମରେ ଉଲ୍ଲଙ୍ଘନ ଅଭିଯୋଗ ଆଣି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି ଟିମ୍
- ଦୋହା ଡାଇମଣ୍ଡ ଲିଗରେ ନୀରଜଙ୍କୁ ୪ର୍ଥ ସ୍ଥାନ, ରାଜ୍ୟଗୋଷ୍ଠୀ କ୍ରୀଡା ପାଇଁ ହାସଲ କଲେ ଯୋଗ୍ୟତା
- ଯଶସ୍ୱୀଙ୍କ ଶତକ ଆଗରେ ଫିକା ପଡିଲା ଶାହୀଦଙ୍କ ଇନିଂସ: ଭାରତର କ୍ଲିନ ସୁଇପ
- ଟିଏମ୍ସିରେ ମହାଭାରତ: ଫ୍ରିଜ୍ ହେଲା ଦଳର ୩ଟି ବ୍ୟାଙ୍କ ଆକାଉଣ୍ଟ

Comments are closed.