Latest Odisha News

ଗମ୍ଭୀର ହେଉଛି ସ୍ଥିତି: ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୦୧ କରୋନା ଆକ୍ରାନ୍ତ, ମୋଟ ସଂଖ୍ୟା ୫୩୮ ଛୁଇଁଲା

ଭୁବନେଶ୍ୱର: ଧୀରେ ଧୀରେ ରାଜ୍ୟରେ ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବୁଧବାର ସକାଳୁ ଚିହ୍ନଟ ହୋଇଛନ୍ତି ସର୍ବାଧିକ ୧୦୧ ଜଣ ପଜିଟିଭ ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୩୮ରେ ପହଂଚି ଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।

ଚିହ୍ନଟ ୧୦୧ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୫୨ ଜଣ ଚିହ୍ନଟ ହୋଇଛନ୍ତି। ଏହାସହ ଗଞ୍ଜାମରେ ସଂଖ୍ୟା ୨୧୦ ରେ ପହଞ୍ଚିଛି ।

ବାଲେଶ୍ଵର ଜିଲ୍ଲାରୁ ୩୩ ଜଣ, ଯାଜପୁର ଜିଲ୍ଲାରୁ ୩୩ ଜଣ,ଯାଜପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୭ ଜଣ ଓ କେନ୍ଦୁଝରୁ ୨ ଜଣ
ଜଣେ ଲେଖାଏଁ ବ୍ୟକ୍ତି ରହିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.