Latest Odisha News

ଓଡିଶାରୁ ଆଉ ୧୦୧୧ କରୋନା ଆକ୍ରାନ୍ତ ସୁସ୍ଥ; ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୦୧୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି।

ଏନେଇ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

 

ତେବେ ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩,୦୪,୯୦୮ ଛୁଇଁଛି।

Comments are closed.