Latest Odisha News

ଓଡିଶାରୁ ସୁସ୍ଥ ହେଲେ ଆଉ ୧୦୧୯ କରୋନା ରୋଗୀ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୦୧୯ କରୋନା ରୋଗୀ ସୁସ୍ଥ ହୋଇଛନ୍ତି।

 

 

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ୩,୧୧,୭୮୮ କରୋନା ମାମଲା ରହିଥିବା ବେଳେ ମୋଟ୍ ୩,୦୨,୭୯୬ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏଥିସହିତ ୧୫୯୨ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.