Latest Odisha News

ଓଡ଼ିଶାରୁ ଦିନକରେ ୧୦୯ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୦୯ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୩୨ ହଜାର ୮୪୨ରେ ପହଞ୍ଚିଛି।

 

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

 

ଉଲ୍ଲେଖଯୋଗ୍ୟ, ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୫୪୮କୁ ବୃଦ୍ଧି ପାଇଛି । ଏଯାବତ ରାଜ୍ୟରେ ୧୯୦୯ ଜଣଙ୍କର ମୃତ୍ୟୁ ଘଟିଛି।

Leave A Reply

Your email address will not be published.