Latest Odisha News

BREAKING NEWS

ଓଡ଼ିଶାରୁ ସୁସ୍ଥ ହେଲେ ୧୦ ହଜାରରୁ ଅଧିକ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢୁଥିବା ବେଳେ ଆଜି ସୁସ୍ଥ ହୋଇଛନ୍ତି ଆଉ ୧୦ ହଜାର ୪୩୪ ଜଣ। ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ।

 

ଆଜିର ସଂଖ୍ୟାକୁ ମିଶାଇ ଏଯାଏଁ ରାଜ୍ୟରେ ସୁସ୍ଥ ହେଲେଣି ୭ ଲକ୍ଷ ୧୩ ହଜାର ୦୫୫ ଜଣ ଆକ୍ରାନ୍ତ। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୭ ଲକ୍ଷ ୯୦ ହଜାର ୯୭୦ କୁ ବୃଦ୍ଧି ପାଇଛି ।

 

ସେହିପରି ଏଯାବତ୍ ୨୮୭୩ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।

Comments are closed.