ପୁରୀ : କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟର ‘ଦଶମ ପରାମର୍ଶଦାତା କମିଟି’ ବୈଠକ ଆଜି ପୁରୀରେ ଅନୁଷ୍ଠିତ ହେବ ।
ଏହି ବୈଠକରେ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ରାଷ୍ଟ୍ର ମନ୍ତ୍ରୀ ଡ. ରାଜୀବ ଚନ୍ଦ୍ରଶେଖରଙ୍କ ସମେତ ଦେଶର ବିଭିନ୍ନ ରାଜନୈତିକ ଦଳର ସାଂସଦମାନେ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି । ବୈଠକରେ ଦକ୍ଷତା ବିକାଶ ଏବଂ ଉଦ୍ୟମିତା କ୍ଷେତ୍ର ସହ ଜଡ଼ିତ ବିଷୟରେ ବିଚାରବିମର୍ଷ କରାଯିବ ।
BREAKING NEWS
- ରଣଜୀ ଟ୍ରଫି: ମୁମ୍ବାଇ ଦଳକୁ ଫେରିବେ ସୂର୍ୟ୍ୟକୁମାର ; ଆହତ କାରଣରୁ ଶାର୍ଦ୍ଦୁଳ ଠାକୁର ବାଦ୍
- ‘ଅପ୍ଟୋଜେନେଟିକ୍ସ’ ଆବିଷ୍କାର ପାଇଁ ମେଡିସିନ୍ କ୍ଷେତ୍ରରେ ୩ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର
- ରାଜ୍ୟସଭା ନିର୍ବାଚନ: ଉତ୍ତର ପ୍ରଦେଶରୁ ହରଦୀପ ସିଂହ ପୁରୀ ଓ ବିଏଲ ବର୍ମାଙ୍କ ସହ ୮ ଜଣଙ୍କୁ ବାଦ୍ ଦେଲା ବିଜେପି
- Imran Khan’s release protest:ଇମ୍ରାନଙ୍କ ମୁକ୍ତି ଦାବିରେ ବିକ୍ଷୋଭ ତୀବ୍ର; ଇସଲାମାବାଦରେ ଧାରା ୧୪୪ ଲାଗୁ, ୨,୦୦୦ କର୍ମୀ ଗିରଫ
- ଲାଞ୍ଚ ନେଇ ଫସିଲେ ଆରଆଇ, ପ୍ରମାଣପତ୍ର ପାଇଁ ୫ ହଜାର…
- ଜିରା ପାଉଡର ନା କୀଟନାଶକ; ଏଭରେଷ୍ଟର ଏହି ଉତ୍ପାଦ ଉପରେ ରୋକ୍ ଲଗାଇଲା FSSAI
- ନାଇଡୁ କମିଶନ ଫାଇଲ୍ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ
- CECଙ୍କୁ ହଟାଇବା ଅନ୍ତରୀଣ ନିର୍ଦ୍ଦେଶ ଦେବାକୁ ମନା କଲେ ସୁପ୍ରିମକୋର୍ଟ
- ଋଷରେ ପ୍ଲେଗ୍ ଆତଙ୍କ; କ୍ବାରେଣ୍ଟାଇନରେ ରହିଲେ ଶତାଧିକ ବ୍ୟକ୍ତି
- ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଛେଦ; ୧୫ରେ ଛାତ୍ର ସଂସଦ ନିର୍ବାଚନ

Comments are closed.