ଭୁବନେଶ୍ୱର: ରାଜ୍ୟରେ କରୋନା ଭୂତାଣୁର ସଂକ୍ରମଣ ଭିତରେ ଛାତ୍ରଛାତ୍ରୀଙ୍କ ପାଠପଢା ବ୍ୟାଘାତ ହୋଇଛି । ତେଣୁ ପିଲାଙ୍କୁ ପାଠପଢା ସହିତ ଯୋଡି ରଖିବାକୁ ଉଦ୍ୟମ ଆରମ୍ଭ କରିଛି ଗଣଶିକ୍ଷା ବିଭାଗ । ଏଣିକି ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଅନଲାଇନରେ ଶିକ୍ଷା ଦିଆଯିବ । ଦୀକ୍ଷା ଆପ୍ ସାହାଯ୍ୟରେ ପିଲା ପାଠ ପଢିବେ ।
ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି, ପିଲାମାନଙ୍କ ପାଠପଢା ଯେପରି ପ୍ରଭାବିତ ହେବନାହିଁ ସେନେଇ ଉଦ୍ୟମ କରାଯାଉଛି । ପ୍ରାଥମିକ ପର୍ଯ୍ୟାୟରେ ଦଶମ ଶ୍ରେଣୀ ଛାତ୍ରାଛାତ୍ରୀଙ୍କ ପଠାପଢା ପାଇଁ ଅନଲାଇନ ବ୍ୟବସ୍ଥା କରାଯାଇଛି । ଯେଉଁ ଛାତ୍ରଛାତ୍ରୀ ମାନେ ଚଳିତ ବର୍ଷ ଦଶମ ଶ୍ରେଣୀକୁ ଉନ୍ନୀତ ହେବେ, ସେମାନଙ୍କୁ ଅନଲାଇନରେ ଶିକ୍ଷା ଦିଆଯିବା ନେଇ ବ୍ୟବସ୍ଥା କରାଯିବ । ଆସନ୍ତା ୧୪ ତାରିଖ ପରେ ବିଭାଗ ପକ୍ଷରୁ କାର୍ଯ୍ୟକ୍ରମର ସମ୍ପୂର୍ଣ୍ଣ ବ୍ଲୁପ୍ରିଂଟ୍ ପ୍ରସ୍ତୁତ କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।
BREAKING NEWS
- ଭାରତ ସରକାରଙ୍କ ପକ୍ଷରୁ କଳିଙ୍ଗନଗର ସ୍ଥିତ ନୀଳାଚଳ ଇସ୍ପାତର ସମ୍ପସ୍ରାରଣକୁ ମିଳିଲା ପରିବେଶ ମଞ୍ଜୁରୀ
- Suicide Attack in Nigeria: ନାଇଜେରିଆର ମୈଦୁଗୁରି ସହରରେ ଆତ୍ମଘାତୀ ଆକ୍ରମଣ; ୨୩ ମୃତ, ୧୦୦ ରୁ ଅଧିକ ଆହତ
- ଆଫଗାନିସ୍ତାନରେ ଅହମଦୀମାନଙ୍କ ଉପରେ ଅତ୍ୟାଚାର ଓ ବିମାନ ଆକ୍ରମଣ ପାଇଁ ପାକିସ୍ତାନକୁ କଡା ନିନ୍ଦା କଲା ଭାରତ
- ଡ୍ରୋନ୍ ସାହାଯ୍ୟରେ ଭାରତରେ ଆତଙ୍କ ସୃଷ୍ଟି କରିବା ଷଡ଼ଯନ୍ତ୍ର ପଣ୍ଡ, ଜଣେ ଆମେରିକୀୟ ସହ ୬ ୟୁକ୍ରେନୀୟ ନାଗରିକ ଗିରଫ
- Bomb Blast: ଭୟଙ୍କର ବୋମା ବିସ୍ଫୋରଣ: ଛିଡିଗଲା ଯୁବକଙ୍କ ହାତ ପାପୁଲି…
- ନିଲମ୍ବିତ ବିଧାୟକଙ୍କୁ ଗୋଟିଏ ପ୍ଲାଟଫର୍ମରେ ସାମିଲ ହେବାକୁ ଆହ୍ୱାନ ଦେଲେ ମୋକିମ୍
- Maternity Leave Adoptive Mothers: ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
- ସମସ୍ୟା ପାଇଁ ଆସିଥିଲେ ଉଠାଇ ନେଲା ପୋଲିସ
- ଏସସିବି ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ
- ବିଦେଶିନୀଙ୍କୁ ପାଗଳ କରିଦେଲା ଓଡିଆ ପୁଅର ପ୍ରେମ
Comments are closed.