Latest Odisha News

BREAKING NEWS

ରାଜ୍ୟରେ ଆଉ ୧୧ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ସୋମବାର ଦିନ ଆଉ ୧୧ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୬୩୭ରେ ପହଞ୍ଚିଛି ।

ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଭୁବନେଶ୍ୱରରୁ ୨, କଟକରୁ ୪, ବଲାଙ୍ଗିରରୁ ୨, କନ୍ଧମାଳରୁ ୧, ନୟାଗଡରୁ ୧ ଓ ମୟୁରଭଞ୍ଜରୁ ୧ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି ।

ମୃତକଙ୍କ ସମ୍ପର୍କରେ ସବିଶେଷ ତଥ୍ୟ ଜାଣନ୍ତୁ…

Leave A Reply

Your email address will not be published.