ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ଥାନାର ୧୧ ଜଣ ପୋଲିସ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ମିଳିଥିବା ସୂଚନା ଅନୁସାରେ, ବାଣପୁର, ବାଲୁଗାଁର ବିଭିନ୍ନ ଥାନା ଓ ଫାଣ୍ଡିର ୧୧ ପୋଲିସ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସଂପୃକ୍ତ ଥାନା ଓ ଫାଣ୍ଡିର ଅନ୍ୟ କର୍ମଚାରୀମାନଙ୍କୁ ଗୃହ ସଙ୍ଗରୋଧରେ ରହିବା ପାଇଁ ନିର୍ଦେଶ ଦିଆଯାଇଛି। ଏନେଇ ଖୋର୍ଦ୍ଧା ଜିଲ୍ଲାପାଳ ସୂଚନା ପ୍ରଦାନ କରିଛନ୍ତି ।
Comments are closed.