Latest Odisha News

ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ଥାନାରୁ ୧୧ ପୋଲିସ କର୍ମଚାରୀ ପଜିଟିଭ ଚିହ୍ନଟ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ଥାନାର ୧୧ ଜଣ ପୋଲିସ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ମିଳିଥିବା ସୂଚନା ଅନୁସାରେ, ବାଣପୁର, ବାଲୁଗାଁର ବିଭିନ୍ନ ଥାନା ଓ ଫାଣ୍ଡିର ୧୧ ପୋଲିସ କରୋନା​‌ରେ ଆକ୍ରାନ୍ତ ହୋଇଛନ୍ତି। ସଂପୃକ୍ତ ଥାନା ଓ ଫାଣ୍ଡିର ଅନ୍ୟ କର୍ମଚାରୀମାନଙ୍କୁ ଗୃହ ସଙ୍ଗରୋଧରେ ରହିବା ପାଇଁ ନିର୍ଦେଶ ଦିଆଯାଇଛି। ଏନେଇ ଖୋର୍ଦ୍ଧା ଜିଲ୍ଲାପାଳ ସୂଚନା ପ୍ରଦାନ କରିଛନ୍ତି  ।

Leave A Reply

Your email address will not be published.