Latest Odisha News

ନଡ଼ିଆ କତା ଭିତରେ ଗଞ୍ଜେଇ ଚାଲାଣ, ବ୍ରହ୍ମପୁରରୁ ୧୧ କୁଇଣ୍ଟାଲ ଜବତ

ବ୍ରହ୍ମପୁର: ଗଞ୍ଜେଇ ଚୋରା ଚାଲାଣର ନୂଆ ତରିକା । ନଡ଼ିଆ କତା ଭିତରେ ଗଞ୍ଜେଇ ଚାଲାଣ । ବ୍ରହ୍ମପୁରରେ ଧରିଲା ଅବକାରୀ ବିଭାଗ । ୧୧ କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି । ଜବତ ଗଞ୍ଜେଇର ମୂଲ୍ୟ ୫୫ଲକ୍ଷ ଟଙ୍କା ହେବ ।

ଏହି ଘଟଣାରେ ୩ଜଣଙ୍କୁ ଗିରଫ କରାଯାଇଛି । ଗୋଟଏ ଟ୍ରକ୍, ପିକଅପ୍ ଭ୍ୟାନ୍ ଓ କାର ଜବତ କରିଛି ପୋଲିସ । ଅଭିଯୁକ୍ତଙ୍କୁ ପଚରାଉଚରା ଜାରି ରହିଛି । କେଉଁଠୁ କେଉଁଆଡ଼େ ଚାଲାଣ ହେଉଥିଲା ଗଞ୍ଜେଇ ସେନେଇ ଖୋଳତାଡ ଜାରି ରହିଛି ।

Leave A Reply

Your email address will not be published.