Latest Odisha News

BREAKING NEWS

ଓଡିଶାରୁ ସୁସ୍ଥ ହେଲେ ଆଉ ୧୧୦୧ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗୋଟିଏ ଦିନରେ ପ୍ରାୟ ୧୧୦୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି । ଯାହାକୁ ମିଶାଇ ସୁସ୍ଥତାଙ୍କ ସଂଖ୍ୟା ୩ ଲକ୍ଷ ୦୩ ହଜାର ୮୯୭ରେ ପହଞ୍ଚିଛି।

 

 

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.