ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ୧୧୧ ଜଣ ନୂଆ କରୋନା ଆକ୍ରାନ୍ତ । ସେମାନଙ୍କ ଭିତରେ ୬୨ ଜଣ କ୍ୱାରେଣ୍ଟାଇନରୁ ଓ ଲୋକାଲ୍ କେସ ସଂଖ୍ୟା ୪୯ ।
Update on newly detected & cured #COVID19 cases in the last 24 hrs under the BMC area on 25th July 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/2reCdHoT9x— BMC (@bmcbbsr) July 25, 2020
ଭୁବନେଶ୍ୱରରେ ସୁସ୍ଥ ହୋଇଛନ୍ତି ଆଉ ୨୯ ଜଣ । ଏହାକୁ ମିଶାଇ ବିଏମସି ଅଞ୍ଚଳରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ ହଜାର ୮୨୮କୁ ବୃଦ୍ଧି ପାଇଥିବା ବେଳେ ସୁସ୍ଥ ହେଲେଣି ୮୬୩ । ଆକ୍ଟିଭ୍ କେସ୍ ରହିଛି ୯୫୨ । ୧୧ ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।
Comments are closed.