Latest Odisha News

BREAKING NEWS

ଭୁବନେଶ୍ୱରରୁ ୧୧୧ କରୋନା ସଂକ୍ରମିତ ଚିହ୍ନଟ, ୪୯ ଲୋକାଲ୍ କେସ୍

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ୧୧୧ ଜଣ ନୂଆ କରୋନା ଆକ୍ରାନ୍ତ । ସେମାନଙ୍କ ଭିତରେ ୬୨ ଜଣ କ୍ୱାରେଣ୍ଟାଇନରୁ ଓ ଲୋକାଲ୍ କେସ ସଂଖ୍ୟା ୪୯ ।

ଭୁବନେଶ୍ୱରରେ ସୁସ୍ଥ ହୋଇଛନ୍ତି ଆଉ ୨୯ ଜଣ । ଏହାକୁ ମିଶାଇ ବିଏମସି ଅଞ୍ଚଳରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ ହଜାର ୮୨୮କୁ ବୃଦ୍ଧି ପାଇଥିବା ବେଳେ ସୁସ୍ଥ ହେଲେଣି ୮୬୩ । ଆକ୍ଟିଭ୍ କେସ୍ ରହିଛି ୯୫୨ । ୧୧ ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।

Leave A Reply

Your email address will not be published.