Latest Odisha News

BREAKING NEWS

ତପ୍ତପାଣି ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା, ୧୨ ଆହତ

ଗଞ୍ଜାମ: ତପ୍ତପାଣି ଘାଟିରେ ଦୁର୍ଘଟଣା। ଏଥିରେ ୧୨ ଜଣ ଆହତ ହୋଇଥିବା ସୂଚନା ମିଳିଛି । ଗଞ୍ଜାମ ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।ଗଜପତିରୁ ଗଞ୍ଜାମ  ଆସୁଥିବା ବେଳେ ଭାରସାମ୍ୟ ହରାଇ ଓଲଟିଲା ନଳକୂପ ଖନନ ଗାଡି ।

ଚାପି ହୋଇ ଯାଇଥିବା ଦୁଇ ଉଦ୍ଧାର ପାଞ୍ଚ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଦୁର୍ଘଟଣାରେ ସମସ୍ତ ଆହତଙ୍କୁ ଦିଗପହଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣା ସ୍ଥଳରେ ଏବେବି ଉଦ୍ଧାର କାର୍ଯ୍ୟ ଜାରିରହିଛି ।

Leave A Reply

Your email address will not be published.