ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୨୯୭ କରୋନା ରୋଗୀ ସୁସ୍ଥ ହୋଇଛନ୍ତି।
ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।
ଉଲ୍ଲେଖଯୋଗ୍ୟ, ଓଡିଶାରେ ୩,୦୯,୪୦୮ କରୋନା ମାମଲା ରହିଥିବା ବେଳେ ମୋଟ୍ ୨,୯୯,୧୫୯ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏଥିସହିତ ୧୫୪୩ ଜଣଙ୍କର ମୃତ୍ୟୁ ଘଟିଛି ।
Comments are closed.