Latest Odisha News

BREAKING NEWS

ଓଡିଶାରୁ ସୁସ୍ଥ ହେଲେ ଆଉ ୧୨୯୭ କରୋନା ରୋଗୀ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୨୯୭ କରୋନା ରୋଗୀ ସୁସ୍ଥ ହୋଇଛନ୍ତି।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ୩,୦୯,୪୦୮ କରୋନା ମାମଲା ରହିଥିବା ବେଳେ ମୋଟ୍ ୨,୯୯,୧୫୯ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏଥିସହିତ ୧୫୪୩ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.