କାମାକ୍ଷାନଗର : କାମାକ୍ଷାନଗରରେ ମତଦାତା ଦିବସ ପାଳିତ । କାମାକ୍ଷାନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ୧୨ତମ ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି । କାମାକ୍ଷାନଗର ଉପଜିଲ୍ଲାପାଳ ଜ୍ୟୋତି ଶଙ୍କର ସାହୁଙ୍କ ଅଧ୍ୟକ୍ଷତା ଆୟୋଜିତ ଏହି କାର୍ଯ୍ୟକ୍ରମରେ କାମାକ୍ଷାନଗର ବିଡିଓ , ଅତିରିକ୍ତ ଉପଜିଲ୍ଲାପାଳ, ତହସିଲଦାର ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟ କିଛି ନୂତନ ଭୋଟରଙ୍କୁ ଭୋଟ ପରିଚୟ ପତ୍ର ପ୍ରଦାନ କରାଯାଇଥିବା ବେଳେ ବୁଥ ସ୍ତରରେ ଅଧିକ ଭୋଟରଙ୍କୁ ସାମିଲ କରାଯାଇଥିବା ବୁଥ ଲେବର ଅଫିସରଙ୍କୁ ମଧ୍ୟ ସମ୍ବର୍ଦ୍ଧନା କରାଯାଇଥିଲା । କରୋନା କଟକଣା ମଧ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି ।
BREAKING NEWS
- ବିଜେପି ଜାତୀୟ ସଭାପତି ପାଇଁ ନିର୍ବାଚନ ତାରିଖ ଘୋଷଣା…
- ଦଳ ବିରୋଧୀ କାର୍ଯ୍ୟକଳାପ; ବିଜେଡିରୁ ଗଣେଶ୍ୱର ବରାଳ ନିଲମ୍ବିତ
- ଖଣ୍ଡଗିରୀ ମେଳାରେ ଅନ୍ଧବିଶ୍ୱାସକୁ ପ୍ରଶ୍ରୟ ଦିଆଯିବନି, ସନାତନୀ ସଂସ୍କୃତି ନୀତିରେ ଯଜ୍ଞ ହେବ
- Honey Singh Apologises: ଭୁଲ୍ ମାଗିଲେ ହନି ସିଂହ
- ଫିଲ୍ମ ଫ୍ଲପ ହେବା ପରେ ୧୫ କୋଟି ଟଙ୍କା ଫେରାଇଲେ କାର୍ତିକ ଆର୍ଯ୍ୟନ
- ୧ ହଜାର ଷଣ୍ଢଙ୍କୁ ନେଇ ଆରମ୍ଭ ବିବାଦୀୟ ଜଲ୍ଲିକଟ୍ଟୁ…
- India Vs Iran: ଭାରତ ନା ଇରାନ ? ସ୍ୱାଦ, ରଙ୍ଗ ଏବଂ ସୁଗନ୍ଧ ଦୃଷ୍ଟିରୁ କେଉଁ ଦେଶର କେସର ୧ ନମ୍ବର…
- ପଠାଣି ସାମନ୍ତ ପ୍ଲାନେଟାରିୟମର ହେବ ନବୀକରଣ; ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଏବଂ ବିଆଇଟିଏମ୍ ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ
- ଅଭିନେତା ସାଲମାନ ଖାନ ଓ ହ୍ରିତିକ ରୋଶନଙ୍କ ନାଁରେ ଖାଉଟି ଅଦାଲତରେ ଏତଲା ରୁଜୁ
- ଭାରତକୁ ଧମକ ଦେଲା ଆତଙ୍କବାଦୀ ରୌଫ୍
Comments are closed.