କାମାକ୍ଷାନଗର : କାମାକ୍ଷାନଗରରେ ମତଦାତା ଦିବସ ପାଳିତ । କାମାକ୍ଷାନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ୧୨ତମ ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି । କାମାକ୍ଷାନଗର ଉପଜିଲ୍ଲାପାଳ ଜ୍ୟୋତି ଶଙ୍କର ସାହୁଙ୍କ ଅଧ୍ୟକ୍ଷତା ଆୟୋଜିତ ଏହି କାର୍ଯ୍ୟକ୍ରମରେ କାମାକ୍ଷାନଗର ବିଡିଓ , ଅତିରିକ୍ତ ଉପଜିଲ୍ଲାପାଳ, ତହସିଲଦାର ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟ କିଛି ନୂତନ ଭୋଟରଙ୍କୁ ଭୋଟ ପରିଚୟ ପତ୍ର ପ୍ରଦାନ କରାଯାଇଥିବା ବେଳେ ବୁଥ ସ୍ତରରେ ଅଧିକ ଭୋଟରଙ୍କୁ ସାମିଲ କରାଯାଇଥିବା ବୁଥ ଲେବର ଅଫିସରଙ୍କୁ ମଧ୍ୟ ସମ୍ବର୍ଦ୍ଧନା କରାଯାଇଥିଲା । କରୋନା କଟକଣା ମଧ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି ।
BREAKING NEWS
- Imran Khan’s release protest:ଇମ୍ରାନଙ୍କ ମୁକ୍ତି ଦାବିରେ ବିକ୍ଷୋଭ ତୀବ୍ର; ଇସଲାମାବାଦରେ ଧାରା ୧୪୪ ଲାଗୁ, ୨,୦୦୦ କର୍ମୀ ଗିରଫ
- ଲାଞ୍ଚ ନେଇ ଫସିଲେ ଆରଆଇ, ପ୍ରମାଣପତ୍ର ପାଇଁ ୫ ହଜାର…
- ଜିରା ପାଉଡର ନା କୀଟନାଶକ; ଏଭରେଷ୍ଟର ଏହି ଉତ୍ପାଦ ଉପରେ ରୋକ୍ ଲଗାଇଲା FSSAI
- ନାଇଡୁ କମିଶନ ଫାଇଲ୍ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ
- CECଙ୍କୁ ହଟାଇବା ଅନ୍ତରୀଣ ନିର୍ଦ୍ଦେଶ ଦେବାକୁ ମନା କଲେ ସୁପ୍ରିମକୋର୍ଟ
- ଋଷରେ ପ୍ଲେଗ୍ ଆତଙ୍କ; କ୍ବାରେଣ୍ଟାଇନରେ ରହିଲେ ଶତାଧିକ ବ୍ୟକ୍ତି
- ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଛେଦ; ୧୫ରେ ଛାତ୍ର ସଂସଦ ନିର୍ବାଚନ
- ପିଏନବି ବ୍ୟାଙ୍କ ଶାଖାରେ ଅଗ୍ନିକାଣ୍ଡ, ଜଳିଗଲା ବ୍ୟାପକ କାଗଜପତ୍ର…
- କୋରାପୁଟ ଗସ୍ତରେ ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ସୁନାବେଡ଼ା HAL ୟୁନିଟ୍ କରିବେ ପରିଦର୍ଶନ
- ପ୍ରଣବ ବଳବନ୍ତରାୟଙ୍କ ଉପରେ ଆକ୍ରମଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତ ଗିରଫ ହେବା ନେଇ ପ୍ରତିଶ୍ରୁତି ଦେଲେ ଯାଜପୁର ଏସପି

Comments are closed.