ଉତ୍ତରପ୍ରଦେଶ: କରୋନା ଭାଇରସ କେତେ ସାଂଘାତିକ, ମେରଠରୁ ଏଭଳି ଏକ ଘଟଣା ସାମନାକୁ ଆସିଛି । ଗୋଟିଏ ପରିବାରର ୧୩ ଜଣ ଆକ୍ରାନ୍ତ ହୋଇଛନ୍ତି । ପୂର୍ବରୁ ୫ ଜଣ ସଂକ୍ରମିତ ହୋଇଥିବା ବେଳେ ପରେ ୧୧ ଜଣଙ୍କ ନମୁନା ରିପୋର୍ଟରୁ ୮ ଜଣଙ୍କର ପଜିଟିଭ ଆସିଛି ।
କୁହାଯାଉଛି ଆଗକୁ ସଂକ୍ରମିତଙ୍କ ସଂଖ୍ୟା ଆହୁରି ବଢିପାରେ । କାରଣ ୩୫ ଜଣଙ୍କର ରିପୋର୍ଟକୁ ଅପେକ୍ଷା କରାଯାଇଛି । ସଂକ୍ରମିତ ପରିବାର ସଂସ୍ପର୍ଶରେ ୪୬ ଜଣ ଆସିଛନ୍ତି । ପ୍ରଥମ ସଂକ୍ରମିତଙ୍କ ଘର ଖୁର୍ଜାରେ । ମହାରାଷ୍ଟ୍ରର ଅମରାବତୀରୁ ମେରଠ ସ୍ଥିତ ଶ୍ୱଶୂର ଘରକୁ ସେ ଆସିଥିଲେ । ତାପରେ ତାଙ୍କୁ ଆଟାକ୍ କରିଥିଲା କରୋନା । ଜଣଙ୍କଠାରୁ ଆଉ ଜଣଙ୍କୁ ଡେଇଁଥିଲା ।
BREAKING NEWS
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
- Nandankanan:ସୃଷ୍ଟି ହେଲା ନୂତନ ରେକର୍ଡ…ନନ୍ଦନକାନନରୁ ୨୬.୩୧ କୋଟିର ରାଜସ୍ୱ ସଂଗ୍ରହ
- Organ Donation: ପ୍ରାଣ ହରେଇବା ପରେ ବି ଅମର ହେଲେ ଚାଷୀ;ପ୍ରଶାସନ ପକ୍ଷରୁ ‘ଗାର୍ଡ ଅଫ ଅନର’ ପ୍ରଦାନ…
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- Kharazi ‘gravely wounded’:ଆମେରିକା-ଇସ୍ରାଏଲ ଆକ୍ରମଣରେ ଇରାନର ସର୍ବୋଚ୍ଚ ପରାମର୍ଶଦାତା ଖରାଜି ଗୁରୁତର
- ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ନିର୍ଦ୍ଦେଶ…
- ଆଇପିଏଲ: ୟେଶାଙ୍କୁ ଡେଟ କରୁଛନ୍ତି କି ସମୀର
- Unprecedented action: ରାଜନାଥ ସିଂହଙ୍କ ପାକିସ୍ତାନକୁ କଡା ଚେତାବନୀ; ‘ଅପରେସନ ସିନ୍ଦୂର ଏପର୍ଯ୍ୟନ୍ତ ଶେଷ ହୋଇନାହିଁ,ଦୁଃସାହସ କଲେ…’
- Ganja Seized: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ ଫେରାର
Comments are closed.