ଉତ୍ତରପ୍ରଦେଶ: କରୋନା ଭାଇରସ କେତେ ସାଂଘାତିକ, ମେରଠରୁ ଏଭଳି ଏକ ଘଟଣା ସାମନାକୁ ଆସିଛି । ଗୋଟିଏ ପରିବାରର ୧୩ ଜଣ ଆକ୍ରାନ୍ତ ହୋଇଛନ୍ତି । ପୂର୍ବରୁ ୫ ଜଣ ସଂକ୍ରମିତ ହୋଇଥିବା ବେଳେ ପରେ ୧୧ ଜଣଙ୍କ ନମୁନା ରିପୋର୍ଟରୁ ୮ ଜଣଙ୍କର ପଜିଟିଭ ଆସିଛି ।
କୁହାଯାଉଛି ଆଗକୁ ସଂକ୍ରମିତଙ୍କ ସଂଖ୍ୟା ଆହୁରି ବଢିପାରେ । କାରଣ ୩୫ ଜଣଙ୍କର ରିପୋର୍ଟକୁ ଅପେକ୍ଷା କରାଯାଇଛି । ସଂକ୍ରମିତ ପରିବାର ସଂସ୍ପର୍ଶରେ ୪୬ ଜଣ ଆସିଛନ୍ତି । ପ୍ରଥମ ସଂକ୍ରମିତଙ୍କ ଘର ଖୁର୍ଜାରେ । ମହାରାଷ୍ଟ୍ରର ଅମରାବତୀରୁ ମେରଠ ସ୍ଥିତ ଶ୍ୱଶୂର ଘରକୁ ସେ ଆସିଥିଲେ । ତାପରେ ତାଙ୍କୁ ଆଟାକ୍ କରିଥିଲା କରୋନା । ଜଣଙ୍କଠାରୁ ଆଉ ଜଣଙ୍କୁ ଡେଇଁଥିଲା ।
BREAKING NEWS
- ୬୫.୯୧ ଲକ୍ଷ ସରକାରୀ ପାଣ୍ଠି ଆତ୍ମସାତ୍; ବରିଷ୍ଠ କିରାଣିଙ୍କ ସହ ୩ ଗିରଫ
- ରାଜ୍ୟର ୭ ଜିଲ୍ଲାରେ ଝଡବର୍ଷା ସମ୍ଭାବନା…
- MKCGରେ ଦୀର୍ଘ ୭ ଦିନ ପରେ ଆଖି ବୁଜିଲେ ଯୋଡ଼ା ମୁଣ୍ଡ ଶିଶୁ…
- Elephant Death: ୮ ଦିନରୁ ଅସୁସ୍ଥ ଥିବା ଦନ୍ତାହାତୀର ଚାଲିଗଲା ଜୀବନ;ଛୋଟେଇ ଛୋଟେଇ ଚାଲୁଥିଲା ଦନ୍ତା
- ବୈଭବ ସୂର୍ଯ୍ୟବଂଶୀଙ୍କୁ ଅପେକ୍ଷା କରିବାକୁ ପଡ଼ିବ, ଆମ ପାଖରେ ଦୁଇଜଣ ଚମତ୍କାର ଏବଂ ସ୍ଥିର ପ୍ରଦର୍ଶନ କରୁଥିବା ଓପନର୍ ଅଛନ୍ତି: ଶ୍ରେୟସ ଆୟର
- Kolkata stampede: ବନ୍ଦ ହେବ କୋଲକାତାରେ ପୂଜା ମଣ୍ଡପ? ପୋଲିସର ବଡ଼ ନିର୍ଦ୍ଦେଶ…ମୁଖ୍ୟମନ୍ତ୍ରୀ କହିଲେ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ସହ ସରକାରୀ ଚାକିରି!
- Odisha’s new Governor:ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ବ୍ରଜମୋହନ;ଶପଥ ପାଠ କରାଇଲେ ହାଇକୋର୍ଟ ମୁଖ୍ୟ ବିଚାରପତି
- ପୁଣି ସାମ୍ନାକୁ ଆସିଲା ଜନନୀ ଯନ୍ତ୍ରଣା!୪ କି.ମି.ଖଟିଆରେ ବୁହାହେଲେ ମା’ ଓ ନବଜାତ ଶିଶୁ
- France in flames: ଜଳୁଛି ଫ୍ରାନ୍ସ; ଦୁଇଟି ବିଶ୍ୱଯୁଦ୍ଧର ଝଡ଼ ସହିଥିଲା, ଦଙ୍ଗାର ନିଆଁରେ ଛାରଖାର ୧୪୩ ବର୍ଷର ଐତିହାସିକ ଟାଉନ୍ ହଲ୍!
- Odisha Durga Puja 2026: ମା’ ଦୁର୍ଗାଙ୍କ ଆରାଧନାରେ ଭକ୍ତିମୟ ପରିବେଶ..ଆଜି ମଣ୍ଡପରେ ମହାସପ୍ତମୀ ପୂଜା, ପୀଠରେ ମହାଷ୍ଟମୀ

Comments are closed.