Latest Odisha News

BREAKING NEWS

ଭୁବନେଶ୍ୱରରେ ଆଉ ୧୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ଆଉ ୧୩ ଜଣ ନୂଆ କରୋନା ପଜିଟିଭଙ୍କୁ ଚିହ୍ନଟ କରାଯାଇଛି।

ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ କରାଯାଇଛି।

ଏହାକୁ ମିଶାଇ ଭୁବନେଶ୍ୱରରେ ବର୍ତ୍ତମାନ ୨୭ ଟି ସକ୍ରିୟ ମାମଲା ରହିଛି। ସେହିପରି ଗତ ମଙ୍ଗଳବାର ଦିନ ୧୧ ଜଣ ଓ ବୁଧବାର ଦିନ ୪ ଜଣଙ୍କୁ କରୋନା ପଜିଟିଭ ଚିହ୍ନଟ କରାଯାଇଥିଲା।

ତେବେ ବର୍ତ୍ତମାନ ସୁଦ୍ଧା ଏଠାରେ ୮୧ଟି କରୋନା ମାମଲା ରହିଥିବା ବେଳେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

Comments are closed.