Latest Odisha News

BREAKING NEWS

ଓଡିଶାରୁ ସୁସ୍ଥ ହେଲେ ଆଉ ୧୩୧୧ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୩୧୧ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

 

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୩,୦୧,୫୭୪ଟି କରୋନା ମାମଲା ରହିଥିବା ବେଳେ ମୋଟ୍ ୨,୮୮,୧୬୮ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ଏଥିସହିତ ୧,୪୨୫ ଜଣ ମୃତ୍ୟୁ ବରଣ କରିଥିବା ନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.