ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୩୨୦ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ହଜାର ୦୧୩ରେ ପହଞ୍ଚିଛି ।
ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ।
Covid-19 Report For 24th July
New Positive Cases: 1320
In Quarantine: 887
Local Contacts: 433(Details of local contacts will be shared by concerned District Administration)
District Wise Cases
1. Angul: 6
2. Balasore: 23
3. Bargarh: 14
4. Bhadrak: 28
5. Balangir: 9— I & PR Department, Odisha (@IPR_Odisha) July 25, 2020
23. Sonepur: 1
24. Sundargarh: 47New Recoveries: 808
Cumulative Tested: 446311
Positive: 24013
Recovered: 15200
Active Cases: 8650— I & PR Department, Odisha (@IPR_Odisha) July 25, 2020
ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୮୮୭ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୪୩୩ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି । ଏଥିମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୬୦ଟି ପିଜିଟିଭ ମାମଲା ଚିହ୍ନଟ କରାଯାଇଛି ।
ଏହାଛଡା ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୨୪ ଜିଲ୍ଲାରୁ ଏହି ୧୩୨୦ ଜଣ ନୂଆ ଆକ୍ରାନ୍ତ ବାହାରିଛନ୍ତି । ଏହାବ୍ୟତିତ ପାଖାପାଖି ୮୦୮ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।
ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୮୬୫୦ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧୫,୨୦୦ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୩୦ ଜଣଙ୍କର ମୃତ୍ୟୁ ଘଟିଛି ।
Comments are closed.