ମୟୁରଭଞ୍ଜ: ଉଦ୍ଧାର ହୋଇଛି ୧୪ଫୁଟ ଲମ୍ବାର ଅହିରାଜ ସାପ । ମୟୁରଭଞ୍ଜ ବାଙ୍ଗିରିପୋଷି ରେଞ୍ଜ ନିଶ୍ଚିତା ଗାଁରୁ ଏହି ସାପଟିକୁ ଉଦ୍ଧାର କରାଯାଇଛି । ଜଣେ ବ୍ୟକ୍ତିଙ୍କ ଶୋଇବା ଘରେ ପଶିଯାଇଥିବା ବେଳେ ସ୍ନେକ ହେଲ୍ପଲାଇନ ସହାୟତାରେ ସାପଟିକୁ ଉଦ୍ଧାର କରାଯାଇ ଛି । ସୁରକ୍ଷିତ ଭାବେ ଅହିରାଜକୁ ବାଙ୍ଗିରିପୋଷି ଘାଟି ଜଙ୍ଗଲରେ ଛାଡି ଦିଆଯାଇଛି ।
BREAKING NEWS
- OKCLର ବାର୍ଷିକ ଉତ୍ସବ-୨୦୨୬:“ଘରେ ଘରେ ଓଏସ-ସିଆଇଟି – ସମସ୍ତଙ୍କ ପାଇଁ କୃତ୍ରିମ ବୁଦ୍ଧିମତା”ଶପଥ ଆହ୍ୱାନ
- ଏ କି ବ୍ୟବସ୍ଥା ? ଟ୍ରାକ୍ଟରରେ ବୁହାହୋଇ ପରୀକ୍ଷା କେନ୍ଦ୍ରକୁ ଗଲେ ଦଶମ ଶ୍ରେଣୀ ଛାତ୍ର
- ଟି୨୦ ବିଶ୍ୱକପ: ସୁପର ଏଇଟର ପ୍ରଥମ ମ୍ୟାଚ ବର୍ଷା ଯୋଗୁ ବାତିଲ
- ଓଡ଼ିଶାକୁ ଚିନ୍ତା ବାଲ୍ୟ ବିବାହ, ୧୨ ଜିଲ୍ଲାରେ ଅଧିକ…
- ଅନୁଗୁଳ ଜଙ୍ଗଲରେ ପିକନିକ, ସାମାଜିକ ସମାବେଶ ମନା
- ଟି୨୦ ବିଶ୍ୱକପ: ଚୂଡାନ୍ତ ଏକାଦଶରେ ବଡ ପରିବର୍ତନ କରିବା ଲକ୍ଷ୍ୟରେ ନାହିଁ ଟିମ ଇଣ୍ଡିଆ
- Opium Cultivation: ୨୨ କୋଟିର ଅଫିମ ଗଛ ନଷ୍ଟ,୩ ମହିଳାଙ୍କ ସମେତ ୬ ଗିରଫ
- ୪୭ ବର୍ଷ ପରେ ଏକାଠି ରଜନୀକାନ୍ତ ଓ କମଲ ହାସନ, ଧମାକା କଲା ପ୍ରୋମୋ…
- ୧୦ ବର୍ଷ ପରେ ଅଷ୍ଟ୍ରେଲିଆକୁ ଟି୨୦ ସିରିଜରେ ହରାଇଲା ଭାରତ
- ଥାଇଲ୍ୟାଣ୍ଡରୁ ଉଦ୍ଧାର ହେଲେ ୪ ଓଡ଼ିଆ…
Comments are closed.