ଭୁବନେଶ୍ୱର : ଯାଜପୁର ଜିଲ୍ଲାରେ ଆଉ ୧୪ ଜଣ କରୋନା ପଜିଟିଭ ରୋଗୀ ଚିହ୍ନଟ ହୋଇଛନ୍ତି । ଏ ନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଏଥି ସହ ରାଜ୍ୟରେ ମୋଟ କରୋନା ପଜିଟିଭ୍ ରୋଗୀ ସଂଖ୍ୟା ୧୪୨ରେ ପହଞ୍ଚିଛି ।
ନୂଆ ୧୪ ରୋଗୀଙ୍କୁ ମିଶାଇ ଯାଜପୁର ଜିଲ୍ଲାରେ ରୋଗୀ ସଂଖ୍ୟା ୩୬ରେ ପହଞ୍ଚିଛି ।
Comments are closed.