ଭୁବନେଶ୍ୱର: ସଂକ୍ରମଣ ସହ ଓଡ଼ିଶାରେ ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ମହାମାରୀ ଆଉ ୧୪ ଜଣଙ୍କର ଜୀବନ ନେଇଛି । ସୁନ୍ଦରଗଡ଼ ଓ କୋରାପୁଟ ଜିଲ୍ଲାରୁ ତିନି ଜଣ ଲେଖାଏ ଆକ୍ରାନ୍ତ ଚିତିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଖୋର୍ଦ୍ଧା ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି ପ୍ରାଣଘାତୀ କରୋନା । ଗଞ୍ଜାମ, କଳାହାଣ୍ଡି, ନବରଙ୍ଗପୁର ଓ ସମ୍ୱଲପୁର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତ ଆଖି ବୁଜିଛନ୍ତି । ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨ହଜାର ୪୩କୁ ବୃଦ୍ଧି ପାଇଛି ।
BREAKING NEWS
- ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ
- ୧୬ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ୩ ନିଶା ମାଫିଆ ଗିରଫ
- ଅସମ୍ଭାଳ ହେଲାଣି ଗରମ ଓ ଗୁଳୁଗୁଳି: କାଳବୈଶାଖୀ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
- ଔଷଧ ଉପରେ ୧୦୦ ପ୍ରତିଶତ ଶୁଳ୍କ
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
- Nandankanan:ସୃଷ୍ଟି ହେଲା ନୂତନ ରେକର୍ଡ…ନନ୍ଦନକାନନରୁ ୨୬.୩୧ କୋଟିର ରାଜସ୍ୱ ସଂଗ୍ରହ
- Organ Donation: ପ୍ରାଣ ହରେଇବା ପରେ ବି ଅମର ହେଲେ ଚାଷୀ;ପ୍ରଶାସନ ପକ୍ଷରୁ ‘ଗାର୍ଡ ଅଫ ଅନର’ ପ୍ରଦାନ…
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- Kharazi ‘gravely wounded’:ଆମେରିକା-ଇସ୍ରାଏଲ ଆକ୍ରମଣରେ ଇରାନର ସର୍ବୋଚ୍ଚ ପରାମର୍ଶଦାତା ଖରାଜି ଗୁରୁତର
Comments are closed.