Latest Odisha News

BREAKING NEWS

ରାଜ୍ୟରେ ଆଉ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଆଜି ରାଜ୍ୟରେ ଗତ ୨୪ ଘଂଟାରେ ଆଖିବୁଜିଲେ ଆଉ ୧୪ କରୋନା ରୋଗୀ । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୧୩୫ରେ ପହଂଚିଛି । ୧୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୨, ମୟୂରଭଞ୍ଜ, ପୁରୀ, ଢେଙ୍କାନାଳ, କନ୍ଧମାଳ, ବଲାଙ୍ଗୀର, ସମ୍ବଲପୁରରୁ ଜଣେ ଲେଖାଏଁ  ରହିଛନ୍ତି ।

Leave A Reply

Your email address will not be published.