Latest Odisha News

BREAKING NEWS

ଓଡ଼ିଶାରେ ଆଉ ୧୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ଶୁକ୍ରବାର ଦିନ ଆଉ ୧୪ଟି ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୨୮୪କୁ ବୃଦ୍ଧି ପାଇଛି ।

BjdElectrycity

ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ମଧ୍ୟ ଏହି କରୋନା ଆକ୍ରାନ୍ତ ମାନେ ଗଞ୍ଜାମ, ସୁନ୍ଦରଗଡ଼ ଓ ଭଦ୍ରକ ଜିଲ୍ଲାର ବୋଲି ସୁତ୍ରରୁ ପ୍ରକାଶ।

ସୂଚନାଯୋଗ୍ୟ, ରାଜ୍ୟରେ ମୋଟ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ୨୮୪ରେ ପହଞ୍ଚିଛି । ସେଥିମଧ୍ୟରୁ ୨୧୯ଟି ସକ୍ରିୟ ମାମଲା ରହିଥିବା ବେଳେ ୬୩ ଜଣ ସୁସ୍ଥ ହୋଇଛନ୍ତି। ଏଥିସହିତ ୨ ଜଣଙ୍କର ମୃତ୍ୟୁ ଘଟିଛି।

Leave A Reply

Your email address will not be published.