ବ୍ରହ୍ମଗିରି : ଆସନ୍ତାକାଲି ଚନ୍ଦନଯାତ୍ରା । ଚାପ ଖେଳିବେ ମହାପ୍ରଭୁ । ଚନ୍ଦନଯାତ୍ରା ପାଇଁ ପୁରୀରେ କଟକଣା ଲଗାଯାଇଛି । ସେହିପରି ବ୍ରହ୍ମଗିରିର ଅଲାରନାଥଙ୍କ ଚନ୍ଦନ ଯାତ୍ରା ପାଇଁ ମଧ୍ୟ ଲାଗିଛି କଟକଣା । ଆସନ୍ତାକାଲି ଅଲାରନାଥଙ୍କ ଚନ୍ଦନଯାତ୍ରା ଥିବାରୁ ୧୪୪ ଧାରା ଲଗାଯାଇଛି । ମନ୍ଦିର ସହ ଚନ୍ଦନ ପୋଖରୀ ଚାରିପଟେ ୧୪୪ ଧାରା ଲଗାଯାଇଛି । ମୋଟ୍ ୩୦ ସେବାୟତଙ୍କୁ ନେଇ ହେବ ଅଲାରନାଥଙ୍କ ଚନ୍ଦନ ଯାତ୍ରା । ଆସନ୍ତାକାଲି ଦିନ ୨ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଲାଗୁ ହେବ ୧୪୪ ଧାରା । ସେହିପରି କରୋନା କଟକଣା ମାନିବାକୁ ନିର୍ଦ୍ଦେଶ ଦେଇଛି ପ୍ରଶାସନ ।
BREAKING NEWS
- ବିଜେପି ନେତାଙ୍କୁ ପ୍ରାଣାନ୍ତକ ଆକ୍ରମଣ; ଡାକ୍ତରଖାନାରେ ଭର୍ତ୍ତି
- Odisha Vigilance:୩୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ତାଙ୍କ ସହଯୋଗୀ
- ସମ୍ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା: ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ
- Asian Games 2026:ଜାଭେଲିନ୍ ଥ୍ରୋ’ରେ ଭାରତର ଚମତ୍କାର ପ୍ରଦର୍ଶନ: ଯଶ୍ବୀରଙ୍କୁ ରୌପ୍ୟ ଓ ରୋହିତଙ୍କୁ ବ୍ରୋଞ୍ଜ
- ସରିଲା ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା
- ତାମିଲନାଡୁରେ ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ଶୁଭାରମ୍ଭ: ନବଜାତ ଶିଶୁଙ୍କୁ ମିଳିବ ୧ ଗ୍ରାମର ସୁନା ମୁଦି
- MMDR ବିଲ୍କୁ ନେଇ ତେଜିଲା ରାଜନୀତି; ବିଜେଡିକୁ ବିଜେପିର କଡ଼ା ଜବାବ
- Influencer Nidhi Tiwari Suicide: କ’ଣ ଥିଲା ଶେଷ କଥା ?
- Delhi Air Pollution: ନଭେମ୍ବରରୁ ଅଫିସରେ କମିବେ ଲୋକ, ବଢିବ ପାର୍କିଂ ଫି
- ଅପମିଶ୍ରିତ ପନିର କାରବାର;୧୧ ଜଣଙ୍କ ନାଁ ରେ ଏତଲା ଦେଲା KMC

Comments are closed.