Latest Odisha News

BREAKING NEWS

ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୧୪୪୮ କରୋନା ରୋଗୀ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୪୪୮ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

BjdElectrycity

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ ଷ୍ଟେଟ୍ ପୁଲକୁ ସମେତ ରାଜ୍ୟର ୨୯ ଜିଲ୍ଲାରୁ ୧୪୪୮ କୋଭିଡ ସଂକ୍ରମିତ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୩,୦୩,୭୮୦ କରୋନା ସଂକ୍ରମିତ ମାମଲା ରହିଥିବା ବେଳେ ମୋଟ୍ ୨,୯୧,୧୩୭ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏଥିସହିତ ୧୪୫୪ ଜଣ ମୃତ୍ୟୁବରଣ କରିଛନ୍ତି ।

Leave A Reply

Your email address will not be published.