ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୪୮୦ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୨ ହଜାର ୬୯୫ରେ ପହଞ୍ଚିଛି ।
ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ।
Covid-19 Report For 25th October
New Positive Cases: 1480
In quarantine: 858
Local contacts: 622(Details of local contacts will be shared by concerned District Administration)
District Wise Cases:
1. Angul: 141
2. Balasore: 84
3. Bargarh: 49
4. Bhadrak: 24
5. Balangir: 44— I & PR Department, Odisha (@IPR_Odisha) October 26, 2020
ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୮୫୮ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୬୨୨ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି ।
22. Mayurbhanj: 113
23. Nawarangpur: 40
24. Nayagarh: 28
25. Nuapada: 44
26. Puri: 47
27. Rayagada: 8
28. Sambalpur: 29
29. Sonepur: 14
30. Sundargarh: 90
31. State Pool: 26New recoveries: 2071
Cumulative Tested: 4354956
Positive: 282695
Recovered: 264102
Active Cases: 17281— I & PR Department, Odisha (@IPR_Odisha) October 26, 2020
ଏହାଛଡା ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୩୦ ଜିଲ୍ଲାରୁ ଏହି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ଛଡା ପାଖାପାଖି ୨୦୭୧ ଜଣ ସୁସ୍ଥ ହୋଇଛନ୍ତି ।
ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୧୭ ହଜାର ୨୮୧ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨ ଲକ୍ଷ ୬୪ ହଜାର ୧୦୨ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
Comments are closed.