ଭୁବନେଶ୍ୱର: ଓଡିଶାରେ ଆଉ ୧୫ଜଣ କୋଭିଡ-୧୯ ରୋଗୀଙ୍କ ମୃତ୍ୟୁ ପରେ ମୋଟ୍ ସଂଖ୍ୟା ୧୫୧୦କୁ ବୃଦ୍ଧି ପାଇଛି ।
ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁଯାୟୀ ବାଲେଶ୍ୱରରୁ ୧, ଭୁବନେଶ୍ୱରରୁ ୩, ଜଗତସିଂହପୁରରୁ ୧, କନ୍ଧମାଳରୁ ୧, ଖୋର୍ଦ୍ଧାରୁ ୧, ମୟୁରଭଞ୍ଜରୁ ୨, ପୁରୀରୁ ୧ ଓ ସୁନ୍ଦରଗଡରୁ ସର୍ବାଧିକ ୫ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି।
Comments are closed.