ପୁରୀ : ପୁରୀ ରେଳ ଷ୍ଟେସନରୁ ପୁରୁଷୋତ୍ତମ ଏକ୍ସପ୍ରେସ(12802 )ର ଏସ2 ସ୍ଲିପର କୋଚର ଏକ ସିଟ ତଳୁ ଅଫୁଟା ଗୁଳି ମିଳିଛି। ଜବତ ହୋଇଛି ମୋଟ ୧୫୦ଟି ଜୀବନ୍ତ ଗୁଳି।ସେଠାରେ ସନ୍ଦିଗ୍ଧ ଅବସ୍ଥାରେ ଥିବା ଏକ କଳା ବ୍ୟାଗକୁ ଆରପିଏଫ ଯାଞ୍ଚ କରିଥିଲା। ଯାଞ୍ଚ ସମୟରେ ବ୍ୟାଗ ଭିତରୁ ୧୫୦ଟି 8mm ଗୁଳି ମିଳିଥିଲା। ଏହା ପରେ ଆରପିଏଫ ପକ୍ଷରୁ ଜିଆରପିକୁ ଅବଗତ କରାଯାଇଥିଲା। ଜିଆରପି ଏହି ଘଟଣାରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।
BREAKING NEWS
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
Comments are closed.